ପରେ ହାେେଶୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାୟ୍ଯ ପାଇଁ ପଚାରିଲେ। ଅଶୂରର ରାଜା ହାେେଶୟଙ୍କର ଏ ଚକ୍ରାନ୍ତ ବିଷଯ ରେ ଜାଣିବାକୁ ପାଇଲେ। ହାେେଶୟ ମଧ୍ଯ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭଟେି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହାେେଶୟଙ୍କୁ ବନ୍ଦୀ କରି କରାଗାର ରେ ରଖିଲେ।
Cross references
ଏହାପରେ ଯିହୁଦାର ରାଜା ହିଜକିଯ ଲାଖୀଶକୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, ମୁଁ ପାପ କରିଅଛି, ଦୟାକରି ମାେ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣା ମାେ ଠାରୁ ଯାହା ଗ୍ଭହିଁବେ ମୁଁ ଦବୋକୁ ପ୍ରସ୍ତୁତ ଅଛି।
ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହାଇେଥିବା ଆଶାବାଡି ଉପରେ ନିର୍ଭର କରୁଅଛ। ଏହି ଆଶାବାଡି ମିଶରର ଅଟେ। କିନ୍ତୁ ଯଦି କହେି ତା' ଉପରେ ଆଉଜେ ଏହା ଭାଙ୍ଗି ୟିବ ଏବଂ ହାତ ରେ ପଶି ଫୋଡି ହାଇଯେିବ ଓ ଏହାକୁ ଘାଆ କରିଦବେ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସମାନେେ ଏହି ଭାଗ୍ଯର ଅଂଶିଦାର ହବେ।
ଯିହାୟୋକୀମ୍ର ରାଜତ୍ବ କାଳ ରେ, ବାବିଲର ରାଜା ନବୂଖଦ୍ନିତ୍ସର ୟିହୂଦା ଓ ଯିହାୟୋକୀମ୍କୁ ତିନି ବର୍ଷ ଧରି ଆକ୍ରମଣ କଲେ। ତା'ପରେ ସେ ତାଙ୍କୁ ଅମାନ୍ଯ କରି ତାଙ୍କର ବିଦ୍ରୋହୀ ହେଲ।
ସଦାପ୍ରଭୁ ୟରୁଶାଲମ୍ ଓ ଯିହୁଦା ପ୍ରତି ଏତେ କୋର୍ଧାନ୍ବିତ ହେଲେ ଯେ ସେ ସମାନଙ୍କେୁ ଆପଣା ଛାମୁରୁ ଦୂ ରଇେ ଦେଲେ।
ସମାନେେ ସିଦିକିଯଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖ ରେ ବଧ କଲେ। ତା'ପରେ ସମାନେେ ସିଦିକିଯଙ୍କର ଚକ୍ଷୁ ଉପାଡି ପକାଇଲେ ଓ ତାଙ୍କୁ ଶୃଙ୍ଖଳ ରେ ବାନ୍ଧି ବାବିଲକୁ ନଇେ ଗଲେ।
ହିଜକିଯ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭମାନେେ ଯେପରି କ୍ଷୁଧା ଓ ତୃଷା ରେ ମୃତ୍ଯୁବରଣ କରିବ ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ୟିରୁଶାଲମ ରେ ରଖାଯାଉଅଛି। ହିଜକିଯ ତୁମ୍ଭଙ୍କୁ କ ହେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।
ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।
ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
ୟଦ୍ଯପି ଇଶ୍ରାୟେଲ ଅନ୍ୟ ରାଷ୍ଟ୍ରମାନଙ୍କରୁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରୀତ କରିବା। ସମାନେେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ଯାଗ୍ଭରିତ ହବେେ।
ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।
ସଦାପ୍ରଭୁ କୁହନ୍ତି, ଆମ୍ଭର ଯିହୁଦା ବିପକ୍ଷ ରେ ଏକ ୟୁକ୍ତି ଅଛି। ଯାକୁବ ତା'ର କୁପଥଗୁଡିକ ପାଇଁ ନିଶ୍ଚିତ ଭାବରେ ଦଣ୍ତ ପାଇବ। ସେ ମନ୍ଦ କାର୍ୟ୍ଯ ପାଇଁ ସେ ନିଶ୍ଚିତ ଭାବରେ ଦଣ୍ତିତ ହବେ।