Home Bibles ☰ Books ଦିତୀୟ ରାଜାବଳୀ 17:7 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 17:7 · ଓଡ଼ିଆ ବାଇବେଲ

ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।

Cross references

ଯାତ୍ରା ପୁସ୍ତକ 14:15

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ମାେ ପାଖ ରେ କ୍ରନ୍ଦନ କରୁଛ? ଇଶ୍ରାୟେଲୀୟମାନଙ୍କୁ କୁହ ସମାନେେ ଆଗକୁ ମାଡି ଚାଲନ୍ତୁ।

ଯାତ୍ରା ପୁସ୍ତକ 20:2

ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

ଦିତୀୟ ବିବରଣ 31:16

ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।

ଦିତୀୟ ବିବରଣ 31:29

ମୁ ଜାଣେ ମାରେ ମୃତକ୍ସ୍ଟ୍ଯ ପରେ ତୁମ୍ଭମାନେେ ଅତିଶଯ ଦକ୍ସ୍ଟର୍ନୀତିଗ୍ରସ୍ଥ ହବେ। ତୁମ୍ଭମାନେେ ମାରେ ନିର୍ଦ୍ଦେଶୀତ ପଥରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ। ଭବିଷ୍ଯତ ରେ ତୁମ୍ଭମାନଙ୍କ ପାଇଁ ବହକ୍ସ୍ଟତ ଅମଙ୍ଗଳ ହବେ। କାରଣ ତୁମ୍ଭମାନେେ ଏହି କର୍ମମାନ କରିବ, ଯାହା ତାଙ୍କ ଦୃଷ୍ଟି ରେ ମନ୍ଦ। ତୁମ୍ଭମାନେେ ଦକ୍ସ୍ଟଷ୍କର୍ମ କରି ତାଙ୍କୁ କୋର୍ଧାନ୍ବିତ କରିବ।

ଦିତୀୟ ବିବରଣ 32:15

କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।

ଯିହୋଶୂୟ 23:16

ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ସଙ୍ଗ ରେ କରିଥିବା ଚକ୍ସ୍ଟକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭକ୍ସ୍ଟଙ୍କକ୍ସ୍ଟ ଉପାସନା କର ବା ଅନ୍ୟ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହାପରେ ତୁମ୍ଭକୁ ସଦାପ୍ରଭୁ ଦଇେଥିବା ଭଲ ଭୂମିକକ୍ସ୍ଟ ହରାଇବାକକ୍ସ୍ଟ ପଡିବ।

ବିଚାରକର୍ତାମାନଙ୍କ ବିବରଣ 2:14

ସଦାପ୍ରଭୁ ଇଶ୍ରାୟେଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ବର ଲକ୍ସ୍ଟସ୍ଖନକାରୀମାନଙ୍କୁ ସମାନଙ୍କେ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ଲକ୍ସ୍ଟସ୍ଖନ କଲେ। ସଦାପ୍ରଭୁ ସମାନଙ୍କେର ଚତକ୍ସ୍ଟଃପାଶର୍‌ବ ରେ ଥିବା ଶତୃମାନଙ୍କୁ ସାହାୟ୍ଯ କଲେ, ସମାନଙ୍କେୁ ହରାଇବାକକ୍ସ୍ଟ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଶତୃମାନଙ୍କ ବିରକ୍ସ୍ଟଦ୍ଧରକ୍ସ୍ଟ ନିଜକକ୍ସ୍ଟ ରକ୍ଷା କରିପାରିଲେ ନାହିଁ।

ବିଚାରକର୍ତାମାନଙ୍କ ବିବରଣ 6:10

ମୁ ତୁମ୍ଭମାନଙ୍କୁ କହିଲି, 'ମୁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଇମାରେୀୟଙ୍କ ଦବେତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶ ରେ ତୁମ୍ଭମାନେେ ବାସ କରୁଛ। ମାତ୍ର ତୁମ୍ଭମାନେେ ମାରେ କଥା ଶକ୍ସ୍ଟଣିଲ ନାହିଁ।

ପ୍ରଥମ ରାଜାବଳୀ 11:4

ଶଲୋମନ ଯେତବେେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦବେତାଗଣଙ୍କୁ ଅନୁସରଣ କରିବା ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣ ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।

ପ୍ରଥମ ରାଜାବଳୀ 15:3

ତାଙ୍କ ପୂର୍ବରୁ ତାଙ୍କ ପିତା ଯେଉଁ କୁକର୍ମ ରେ ଲିପ୍ତ ଥିଲେ ସେ ମଧ୍ଯ ସହେି ସବୁ ପାପକର୍ମ କରି ଚାଲିଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କ ପ୍ରତି ସର୍ବାନ୍ତଃକରଣ ରେ ବିଶ୍ବସ୍ତ ନଥିଲେ।

ଦିତୀୟ ରାଜାବଳୀ 16:2

ଆହାସଙ୍କୁସଯଲତଲବଲଳ କୋଡିଏ ବର୍ଷସସ ରାଜାସହଲଲ ଓସସ ୟିରୁଶାଲମସରସଷାହଳ ବର୍ଷ ରାଜ୍ଯ କଲଲ।ସସ ତାଙ୍କ ପୂର୍ବପୁରୁଷ ଦାଉଦ୍ଙ୍କ ପରି ନଥିଲଲ।ସସ କୁକର୍ମ କାର୍ୟ୍ଯମାନ କଲଲ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିସର ଉଚିତ୍ ଥିଲା।

ଦିତୀୟ ରାଜାବଳୀ 17:35

ଇଶ୍ରାୟେଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସମାନଙ୍କେୁ ଆଜ୍ଞା ଦେଲେ, ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ନିଶ୍ଚଯ ପୂଜା କରିବ ନାହିଁ କିମ୍ବା ସମାନଙ୍କେର ସବୋ କରିବ ନାହିଁ। ତୁମ୍ଭେ ସମାନଙ୍କେୁ ନିଶ୍ଚଯ ଭୟ କରିବ ନାହିଁ କିମ୍ବା ସମାନଙ୍କେର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ।

ପ୍ରଥମ ବଂଶାବଳୀ 5:25

କିନ୍ତୁ ଏହି ନେତାମାନେ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲେ। ସମାନେେ ସହେି ଲୋକମାନଙ୍କର ମିଥ୍ଯା ଦବେତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ବର ସମାନଙ୍କେ ସମ୍ମୁଖ ରେ ନଷ୍ଟ କରିଥିଲେ।

Interlinear

Choose Theme