Home Bibles ଦିତୀୟ ରାଜାବଳୀ 18:14 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 18:14 · ଓଡ଼ିଆ ବାଇବେଲ

ଏହାପରେ ଯିହୁଦାର ରାଜା ହିଜକିଯ ଲାଖୀଶକୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, ମୁଁ ପାପ କରିଅଛି, ଦୟାକରି ମାେ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣା ମାେ ଠାରୁ ଯାହା ଗ୍ଭହିଁବେ ମୁଁ ଦବୋକୁ ପ୍ରସ୍ତୁତ ଅଛି।

Cross references

ପ୍ରଥମ ରାଜାବଳୀ 20:4

ଇଶ୍ରାୟେଲ ରାଜା ଉତ୍ତର ଦେଲେ, ହେ ମାରେ ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ଯାନୁସା ରେ ମୁଁ ଓ ମାରେ ସର୍ବସ୍ବ ଆପଣଙ୍କର।

ଦିତୀୟ ରାଜାବଳୀ 10:5

ତେଣୁ ଗୃହାଧ୍ଯକ୍ଷ, ନଗର ରାଜ୍ଯପାଳ, ପ୍ରାଚୀନଗଣ, ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନେ ଯହେୂଙ୍କ ନିକଟକୁ ଏହିକଥା କହି ପଠାଇଲେ, ଆମ୍ଭମାନେେ ଆପଣଙ୍କର ଦାସ, ଆପଣ ଆମ୍ଭମାନଙ୍କୁ ଯାହା ଆଜ୍ଞା କରିବେ ଆମ୍ଭମାନେେ ତାହା ସବୁ ପାଳନ କରିବୁ, ଆମ୍ଭମାନେେ କୌଣସି ଲୋକକୁ ରାଜା କରିବୁ ନାହିଁ, ଯାହା ଆପଣଙ୍କ ଦୃଷ୍ଟିର ରେ ଭଲ ତାହା ଆପଣ କରନ୍ତୁ।

ଦିତୀୟ ରାଜାବଳୀ 14:19

ଅନନ୍ତର ୟିରୁଶାଲମ ରେ ଲୋକମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶକୁ ପଳାଇଲେ। ମାତ୍ର ସମାନେେ ଲାଖୀଶକୁ ଲୋକ ପଠାଇ ତାଙ୍କୁ ବଧ କଲେ।

ଦିତୀୟ ରାଜାବଳୀ 15:20

ପୁଣି ମନେ ହେମ୍ ଏହି ଟଙ୍କା ଇଶ୍ରାୟେଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାଯ କଲେ। ପ୍ରେତ୍ୟକକ ଧନଶାଳୀ ଲୋକଠାରୁ ପଗ୍ଭଶ ଶକେଲ ଲଖାଏଁେ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇଶ୍ରାୟେଲ ପରିତ୍ଯାଗ କଲେ ଓ ନିଜ ଦେଶକୁ ଫରେିଗଲେ।

ଦିତୀୟ ରାଜାବଳୀ 18:7

ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ ସେ ଯେ କୌଣସି କାର୍ୟ୍ଯ କଲେ ସବୁ ରେ କୃତକାର୍ୟ୍ଯ ହେଲେ।

ହିତୋପଦେଶ 29:25

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

ଲୂକଲିଖିତ ସୁସମାଚାର 14:32

ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହବେ ନାହିଁ, ତବେେ ବିରୋଧୀ ରାଜା ବହୁତ ଦୂର ରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦବେେ।

Interlinear

Choose Theme