Home Bibles ଦିତୀୟ ରାଜାବଳୀ 18:36 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 18:36 · ଓଡ଼ିଆ ବାଇବେଲ

ମାତ୍ର ଲୋକମାନେ ନୀରବ ରହିଲେ। ସମାନେେ ପଦେ ହେଲେ ରବଶାକିକୁ ଉତ୍ତର କଲେ ନାହିଁ, କାରଣ ହିଜକିଯ ସମାନଙ୍କେୁ ଆଦେଶ କରିଥିଲେ, କୌଣସି କଥା ତାଙ୍କୁ କହିବ ନାହିଁ।

Cross references

ଗୀତସଂହିତା 38:13

ମୁଁ ଏକ ବଧୀର ବ୍ଯକ୍ତି ତୁଲ୍ଯ, ୟିଏ ଶୁଣିପାରେ ନାହିଁ। ମୁଁ ଏକ ମୂକ ବ୍ଯକ୍ତି ତୁଲ୍ଯ, ୟିଏ କଥା କହିପାରେ ନାହିଁ।

ଗୀତସଂହିତା 39:1

ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।

ହିତୋପଦେଶ 9:7

ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।

ହିତୋପଦେଶ 26:4

ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।

ଉପଦେଶକ 3:7

ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।

ଆମୋଷ 5:13

ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।

ମାଥିଉଲିଖିତ ସୁସମାଚାର 7:6

'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

Interlinear

Choose Theme