ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରି ଦେଲେ। ସମସ୍ତ ସ୍ମୃତି ସ୍ତମ୍ଭ ଭାଙ୍ଗି ପକାଇଲେ। ଆଶରୋ ମୂର୍ତ୍ତୀ ଗୁଡିକୁ କାଟି ପକାଇଲେ। ପୁଣି ମାଶାେ ନିର୍ମିତ ପିତ୍ତଳ ସର୍ପ ଭାଙ୍ଗି ପକାଇଲେ। କାରଣ ତାଙ୍କରି ଉଦ୍ଦେଶ୍ଯ ରେ ଇଶ୍ରାୟେଲ ସନ୍ତାନଗଣ ସହେି ସମୟ ପର୍ୟ୍ଯନ୍ତ ଧୂପ ଜଳାଉଥିଲେ। ଏହାର ନାମ ନହୁଷ୍ଟର୍ନ ରଖିଲେ।
Cross references
ତୁମ୍ଭମାନେେ ସମାନଙ୍କେ ଦବେତାଗଣଙ୍କୁ ପୂଜା କରିବ ନାହିଁ। ସମାନଙ୍କେ ସମ୍ମୁଖ ରେ ପ୍ରଣାମ କରିବ ନାହିଁ, ସମାନଙ୍କେକ୍ରିଯାନୁସା ରେ କ୍ରିଯା କରିବ ନାହିଁ। ମାତ୍ର ସମାନଙ୍କେ ସମୂଳେ ଉତ୍ପାଟନ କରିବ। ସମାନଙ୍କେର ସ୍ତମ୍ଭସବୁ ଭାଙ୍ଗି ପକାଇବ।
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ୟ୍ଯ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣଙ୍କ ଦହେ ଉପରେ ତୁମ୍ଭମାନଙ୍କ ମୃତଦହେ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ବାରା ଦଂଶିତ ହାଇେଥିବା ଲୋକମାନେ ମୃତ୍ଯୁବରଣ କରିବେ ନାହିଁ। ଯଦି ସମାନେେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।
ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ଯକ୍ତି ସହେି ଖମ୍ବସ୍ଥିତ ପିତ୍ତଳ ସର୍ପପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।
ସହେି ସମୟରେ, ମୁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ଯ କହିବା ନିମନ୍ତେ ସହେି ସ୍ଥାନ ରେ ସଦାପ୍ରଭୁଙ୍କର ଓ ତୁମ୍ଭମାନଙ୍କ ମଧିଅରେ ଛିଡା ହଲିେ କାରଣ ତୁମ୍ଭମାନେେ ଅଗ୍ନିକକ୍ସ୍ଟ ଭୟ କଲ, ଏବଂ ସେଥିପାଇଁ ତୁମ୍ଭମାନେେ ପର୍ବତ ଉପରକକ୍ସ୍ଟ ଗଲ ନାହିଁ। ତାଙ୍କର ବାକ୍ଯ ଏହିସବୁ,
ମାତ୍ର ତୁମ୍ଭମାନେେ ସମାନଙ୍କେ ପ୍ରତି ଏରୂପେ ବ୍ଯବହାର କରିବ। ତୁମ୍ଭମାନେେ ସମାନଙ୍କେ ୟଜ୍ଞବଦେୀ ସକଳ ଭଗ୍ନ କରିବ ଓ ସମାନଙ୍କେ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶରୋର ମୂର୍ତ୍ତିସଳକ ହାଣି ପକାଇବ। ପକ୍ସ୍ଟଣି ସମାନଙ୍କେ ଖାଦେିତ ପ୍ରତିମାସବୁ ଅଗ୍ନି ରେ ଦଗ୍ଧ କରିବ।
ତୁମ୍ଭମାନେେ ଯେଉଁ ଗୋଷ୍ଠୀଯମାନଙ୍କୁ ଅଧିକାର କରିବ, ସମାନଙ୍କେର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମକ୍ସ୍ଟହ ଉପରେ ଓ ପ୍ରେତ୍ୟକକ ସତଜେ ବୃକ୍ଷ ତଳେ, ଯେଉଁସବୁ ସ୍ଥାନ ରେ ନିଜ ନିଜ ଦବେତାମାନଙ୍କୁ ପୂଜା କଲେ, ସହେି ସକଳ ସ୍ଥାନ ନିଶ୍ଚଯ ବିନଷ୍ଟ କରିବ।
ସହେିଦିନ ରାତ୍ରି ରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ପିତାଙ୍କର ଏକ ଷଣ୍ତ, ଯାହାକକ୍ସ୍ଟ ସାତବର୍ଷ ହାଇେଛି ତାକକ୍ସ୍ଟ ନିଅ। ତକ୍ସ୍ଟମ୍ଭ ପିତାଙ୍କର ବାଲ୍ ଦବେତା ନିମନ୍ତେ ଥିବା ୟଜ୍ଞବଦେୀ ଭାଙ୍ଗି ପକାଅ। ସହେି ବଦେୀ ନିକଟରେ ଥିବା ଆଶରୋର ମୃର୍ତ୍ତିକକ୍ସ୍ଟ କାଟି ପକାଅ।
ତା'ର ପରଦିନ ପ୍ରଭାତ ରେ ସହର ଲୋକମାନେ ଦେଖିଲେ ବାଲ ଦବେତାଙ୍କ ପାଇଁ ହାଇେଥିବା ୟଜ୍ଞବଦେୀ ସଐୂର୍ଣ୍ଣ ଭାବରେ ଧ୍ବଂସ ହାଇେ ୟାଇଛି। ଏବଂ ସମାନେେ ଦେଖିଲେ ଆଶରୋ ସ୍ତମ୍ଭ ମଧ୍ଯ କଟାୟାଇଛି। ଏବଂ ସମାନେେ ମଧ୍ଯ ନିରୀକ୍ଷଣ କଲେ ଯେ, ବୋହିନବୋ ନିର୍ମିତ ୟଜ୍ଞବଦେୀ ଉପରେ ଏକ ଷଣ୍ତ ଉତ୍ସର୍ଗ କରାୟାଇଥିଲା।
କିନ୍ତୁ ସେ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କାର୍ୟ୍ଯ ଶଷେ ହାଇେ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନ ରେ ବଳିଦାନ କରୁଥିଲେ।
ଆସା ପୁରୁଷ ବେଶ୍ଯାମାନଙ୍କୁ ସେ ଦେଶରୁ ତଡି ଦେଲେ ଓ ନିଜର ପୂର୍ବ ପୁରୁଷମାନଙ୍କ ଦ୍ବାରା ନିର୍ମିତ ମୂର୍ତ୍ତୀସବୁ ଦୂର କରି ଦେଲେ।
ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।
ପୁଣି ସମାନେେ ବାଲ୍ ମନ୍ଦିରରୁ ସ୍ମୃତିସ୍ତମ୍ଭମାନ ବାହାର କରି ଆଣି ପୋଡି଼ ପକାଇଲେ।
ଏଥି ଉତ୍ତା ରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସଠାେରେ ମନ୍ଦିର, ୟଜ୍ଞବଦେୀଗୁଡିକ ଓ ବାଲ୍ର ପ୍ରତିମାଗୁଡିକୁ ଭାଙ୍ଗି ଚୂର୍ଣ୍ଣ କରି ଦେଲେ। ସମାନେେ ମଧ୍ଯ ବାଲ୍ର ଯାଜକ ମତ୍ତନକୁ ୟଜ୍ଞବଦେୀ ସମ୍ମୁଖ ରେ ବଧ କଲେ।