Home Bibles ☰ Books ଦିତୀୟ ରାଜାବଳୀ 19:13 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 19:13 · ଓଡ଼ିଆ ବାଇବେଲ

ଆଉ କାହାନ୍ତି ହମାତ୍, ଅର୍ପଦ, ସଫର୍ବିଯମ, ହନୋ ଓ ଅଦ୍ଦାର ରାଜଗଣ? ସମାନେେ ସମସ୍ତେ ବିନାଶ ପ୍ରାପ୍ତ ହାଇେଅଛନ୍ତି।

Cross references

ଗଣନା ପୁସ୍ତକ 13:21

ତେଣୁ ସମାନେେ ସୀନ ମରୁଭୂମିରୁ ୟାତ୍ରାକରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ୟ୍ଯନ୍ତ ଦେଶ ଅନୁସନ୍ଧାନ କଲେ।

ଗଣନା ପୁସ୍ତକ 34:8

ହାରଠାରୁେ ଏହି ସୀମା ଆରମ୍ଭ ହାଇେ ହମାତ ପର୍ୟ୍ଯନ୍ତ ବିସ୍ତୃତ ହାଇେ ସଦାଦ୍ ନିକଟରେ ଶଷେ ହବେ।

ଦିତୀୟ ରାଜାବଳୀ 17:24

ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅଦ୍ଦା, ହମାତ୍ ଓ ସଫର୍ବଯିମଠାରୁ ଲୋକ ଆଣି ଇଶ୍ରାୟେଲୀୟମାନଙ୍କ ବଦଳ ରେ ଶମରିଯାର ବିଭିନ୍ନ ନଗର ରେ ସ୍ଥାପନ କଲେ। ତହୁଁ ସମାନେେ ଶମରିଯା ଅଧିକାର କରି ସଠାେରେ ନାନା ନଗର ରେ ବାସ କଲେ।

ଦିତୀୟ ରାଜାବଳୀ 18:33

ନାନା ଗୋଷ୍ଠୀଯ ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? ନା!

ଦିତୀୟ ରାଜାବଳୀ 18:34

ହମାତର ଓ ଅର୍ପଦର ଦବେତାମାନେ କାହାନ୍ତି? ସଫର୍ବିଯିମର ହନୋର ଓ ଅଦ୍ଦାର ଦବେତାମାନେ କାହାନ୍ତି? ସମାନେେ କ'ଣ ମାେ ହସ୍ତରୁ ଶମରିଯାକୁ ଉଦ୍ଧାର କରିଛନ୍ତି? ନା!

ଦିତୀୟ ବଂଶାବଳୀ 8:3

ଏହାପରେ ଶଲୋମନ ସୋବାସ୍ଥିତ ହମାତ୍କୁ ଗଲେ ଓ ତାହାକୁ ଅଧିକାର କଲେ।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 37:13

ହମାତ, ଅର୍ପଦ, ସଫର୍ବଯିମ ନଗର, ହନୋ ଓ ଅବ୍ବା ରାଜା କାହାଁନ୍ତି ? ସମାନେେ ସମସ୍ତେ ବିନାଶ ହାଇେଛନ୍ତି।

ଯିରିମିୟ 39:5

ମାତ୍ର କଲଦୀଯମାନଙ୍କର ସୈନ୍ଯ ସମାନଙ୍କେ ପେଛ ପେଛ ଗୋଡ଼ାଇ ଯିରୀହାେ ପଦା ରେ ସିଦିକିଯ ନିକଟରେ ପହନ୍ଚିଲେ। ସମାନଙ୍କେୁ ଧରି ହମାତ୍ ଦେଶସ୍ଥ ରିବ୍ଲା ରେ ବାବିଲର ରାଜା ନବୁଖଦନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ଯବସ୍ଥା କଲେ।

ଯିରିମିୟ 49:23

ଦମ୍ମେଶକ ପାଇଁ ଏହି ବାର୍ତ୍ତା,

ଯିଖରିୟ 9:2

ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।

Interlinear

Choose Theme