Home Bibles ☰ Books ଦିତୀୟ ରାଜାବଳୀ 19:25 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 19:25 · ଓଡ଼ିଆ ବାଇବେଲ

ତୁମ୍ଭେ କ'ଣ ଏହା ଶୁଣିନାହଁ, ପରମେଶ୍ବର କ'ଣ କହିଲେ, ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁଁ। ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ବଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଛୁ।

Cross references

ଗୀତସଂହିତା 33:11

କିନ୍ତୁ ଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମଯ ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।

ଗୀତସଂହିତା 76:10

ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

ଯିଶାଇୟ 10:5

ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।

ଯିଶାଇୟ 10:15

ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

ଯିଶାଇୟ 37:26

ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଯିଶାଇୟ 45:8

ହେ ଆକାଶମଣ୍ଡଳ, ତୁମ୍ଭେ ବିଜଯ, ଧର୍ମ ଓ ନ୍ଯାଯ ମେଘ ଆକାର ରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଯିଶାଇୟ 54:16

ଦେଖ, ଯେଉଁ କମାର କୋଇଲା ରେ ଅଗ୍ନିଦଇେ ତାଉ କରେ ଓ ଆପଣା କାର୍ୟ୍ଯ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ବିନାଶପାଇଁ' ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:27

ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

Interlinear

Choose Theme