ପୁଣି ଯିହୁଦା ବଞ୍ଚିରହିଥିବା ଅବଶିଷ୍ଟ ଲୋକମାନେ ସମାନଙ୍କେର ପରିବାର ରେ କହେି ଗୁଣା ରେ ବଢିପାଇବେ।
Cross references
ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷଯ ରେ ମନ୍ଦକଥା କରିବାକୁ ତାଙ୍କର ସନୋଧ୍ଯକ୍ଷଙ୍କୁ ପଠାଇଲେ। ହାଇପୋ ରେ ସଦାପ୍ରଭୁ ଶୁଣିପାରନ୍ତି, ଯାହା ସନୋଧ୍ଯକ୍ଷ କହିଲା ଓ ଶତୃକୁ ଦଣ୍ତ ଦବେେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ୟ୍ଯନ୍ତ ଜୀବିତ ଅଛନ୍ତି।'
ଏହି ପ୍ରକା ରେ ସଦାପ୍ରଭୁ ହିଜକିଯ ଓ ୟିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସନ୍ ହେ ରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କ ଠାରୁ ରକ୍ଷା କଲେ। ଲୋକମାନଙ୍କୁ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।
ତୁମ୍ଭେ ଦ୍ରାକ୍ଷାବୃକ୍ଷ ପାଇଁ ଭୂମି ପ୍ରସ୍ତୁତ କଲ। ତହିଁରେ ଚରଗେୁଡ଼ିକ ଗଭୀରକୁ ଗଲା। ଦ୍ରାକ୍ଷାଲତା ସମସ୍ତ ଦେଶରେ ବ୍ଯାପିଗଲା।
ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।
ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।
ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'
ଯିହୁଦା ବଂଶର ରକ୍ଷାପାଇଥିବା ଅବଶିଷ୍ଟାଂଶ ଲୋକେ ପୁନର୍ବାର ବଢ଼ିବେ। ସମାନେେ ବୃକ୍ଷପରି ତଳକୁ ଚରେ ମାଡ଼ିବେ ଓ ଉପ ରେ ଫଳ ଫଳିବେ।