Home Bibles ☰ Books ଦିତୀୟ ରାଜାବଳୀ 2:3 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 2:3 · ଓଡ଼ିଆ ବାଇବେଲ

ବୈଥଲରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନଇେଯିବେ ବୋଲି ତୁମ୍ଭେ କ'ଣ ଜାଣ ନାହିଁ?

Cross references

ଦିତୀୟ ବିବରଣ 33:3

ହଁ, ସେ ଲୋକମାନଙ୍କୁ ପ୍ ରମେ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସମାନେେ ତୁମ୍ଭର ଚରଣ ତଳେ ବସିଲେ। ପ୍ରେତ୍ୟକକ ଲୋକ ତକ୍ସ୍ଟମ୍ଭ ବାକ୍ଯ ଗ୍ରହଣ କରିବେ।

ପ୍ରଥମ ଶାମୁୟେଲ 10:5

ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।

ପ୍ରଥମ ଶାମୁୟେଲ 10:10

ଶାଉଲ ଏବଂ ତାଙ୍କର ସବେକ ଜିବେଥ୍ଇଲୋହିମ୍କକ୍ସ୍ଟ ଗଲେ। ସହେି ସ୍ଥାନ ରେ ଶାଉଲ ଦଳେ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଭଟେିଲେ। ପକ୍ସ୍ଟଣି ପରମେଶ୍ବରଙ୍କ ଆତ୍ମା ତାହାଙ୍କକ୍ସ୍ଟ ଆକ୍ରାନ୍ତ କରନ୍ତେ ସେ ସମାନଙ୍କେ ଭିତ ରେ ନାଚି, ଗାଇ ଭବିଷ୍ଯତ୍ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।

ପ୍ରଥମ ଶାମୁୟେଲ 19:20

ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସମାନେେ ଭବିଷ୍ଯଦ୍ବକ୍ତା ଦଳକକ୍ସ୍ଟ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କରିବାର ଓ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି ଶାମୁୟେଲଙ୍କୁ ଠିଆ ହବୋର ଦେଖନ୍ତେ ପରମେଶ୍ବରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକକ୍ସ୍ଟ ଆସିଲେ। ତହିଁରେ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।

ପ୍ରଥମ ରାଜାବଳୀ 18:4

ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।

ପ୍ରଥମ ରାଜାବଳୀ 20:35

ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।

ଦିତୀୟ ରାଜାବଳୀ 2:5

ଯିରୀହାରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, ତୁମ୍ଭେ କ'ଣ ଜାଣନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜିଠାରୁ ନଇେଯିବେ?

ଦିତୀୟ ରାଜାବଳୀ 2:7

ପୁନଶ୍ଚ ଭବିଷ୍ଯଦ୍ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ଯରୁ ପଗ୍ଭଶ ଜଣ ତାଙ୍କର ପଶ୍ଚାଧାବନ କଲେ। ଏଲିଯ ଓ ଇଲୀଶାୟ ୟର୍ଦ୍ଦନ ନଦୀ ନିକଟକୁ ୟାଇ ଠିଆ ହେଲେ। ଆଉ ସେ ପଗ୍ଭଶ ଲୋକ ସମାନଙ୍କେଠାରୁ ଦୂର ରେ ଛିଡା ହେଲେ।

ଦିତୀୟ ରାଜାବଳୀ 2:15

ଯେତବେେଳେ ଯିରୀହାେ ନିବାସୀ ଭବିଷ୍ଯଦ୍ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ଯରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, ଏଲିଯଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।

ଦିତୀୟ ରାଜାବଳୀ 4:1

ଭବିଷ୍ଯଦ୍ବକ୍ତାଗଣ ଦଳର ମଧ୍ଯରୁ ଜଣକର ଭାର୍ୟ୍ଯା ଇଲୀଶାୟଙ୍କ ସମ୍ମୁଖ ରେ ଆସି କ୍ରନ୍ଦନ କରି କହିଲ, ଆପଣଙ୍କର ଦାସ ୟିଏ ମାରେ ସ୍ବାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଟଙ୍କା ଏକ ମନୁଷ୍ଯଠାରୁ କରଜ କରଥିଲେ ଓ ସହେି ମହାଜନ ମାରେ ଦୁଇପୁତ୍ରଙ୍କୁ ଦାସ କରିନବୋକୁ ଆସିଅଛି।

ଦିତୀୟ ରାଜାବଳୀ 4:38

ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।

ଦିତୀୟ ରାଜାବଳୀ 5:22

ଏହାପରେ ଗି ହଜେୀ କହିଲେ, ହଁ, ସବୁ କୁଶଳ। ମାରେ ମହାଶୟ ଇଲୀଶାୟ ମାେତେ ତୁମ୍ଭକୁ କହିବାକୁ ପଠାଇଛନ୍ତି, ' ଦେଖ ଏହିକ୍ଷଣି ଇଫ୍ରଯିମର ପର୍ବତମଯ ଦେଶରୁ ଭବିଷ୍ଯଦ୍ବକ୍ତାମାନଙ୍କ ପୁତ୍ରଗଣ ମଧ୍ଯରୁ ଦୁଇଜଣ ୟୁବକ ଆସିଲେ, ମୁଁ ବିନଯ କରୁଛି ସମାନଙ୍କେୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।

ଦିତୀୟ ରାଜାବଳୀ 6:1

ଅନନ୍ତର ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, ଆମ୍ଭମାନେେ ଆପଣଙ୍କ ସମ୍ମୁଖ ରେ ଯେଉଁ ସ୍ଥାନ ରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ଯନ୍ତ ସଂକୀର୍ଣ୍ଣ।

ଦିତୀୟ ରାଜାବଳୀ 9:1

ଇଲୀଶାୟ ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ଯରୁ ଜଣକୁ ଡାକି କହିଲେ, ତୁମ୍ଭେ କଟି ରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତ ରେ ଧରି ରାମାେତ୍-ଗିଲିଯଦକୁ ୟାଅ।

ଯିଶାଇୟ 8:18

ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'

ଆମୋଷ 7:14

ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।

Interlinear

Choose Theme