ଏଲିଯ ଇଲୀଶାୟକୁ କହିଲେ, ମୁଁ ବିନଯ କରୁଛି ତୁମ୍ଭେ ଏଠା ରେ ଥାଅ, କାରଣ ସଦାପ୍ରଭୁ ମାେତେ ଯିରୀହାକେୁ ପଠାଇଛନ୍ତି।
Cross references
ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।
ସହେି ସମୟରେ ୟିହୋଶୂଯ ଏହି ପ୍ରତିଜ୍ଞା କରିଥିଲେ, ଯେ କହେି ଯିରୀହାେ ନଗର ପକ୍ସ୍ଟନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ବାରା ଶାପଗ୍ରସ୍ତ ହବେ, ସେ ଆପଣା ଜେଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଦ୍ବାରମାନ ସ୍ଥାପନ କରିବ।
କିନ୍ତୁ ଋତ କହିଲେ, ଦୟାକରି ତୁମ୍ଭକୁ ଛାଡି ୟିବା ପାଇଁ ମାେତେ ବାଧ୍ଯ କର ନାହିଁ। ମାରେ ସ୍ବଗୃହକକ୍ସ୍ଟ ଫରେିୟିବା ପାଇଁ ମାେତେ କକ୍ସ୍ଟହ ନାହିଁ। ମାେତେ ତକ୍ସ୍ଟମ୍ଭ ସହିତ ୟିବାକକ୍ସ୍ଟ ଦିଅ। ତୁମ୍ଭେ ୟକ୍ସ୍ଟଆଡେ ୟିବ, ମୁ ସହେିଆଡେ ୟିବି। ତୁମ୍ଭେ ଯେଉଁଠା ରେ ରହିବ ମୁ ସହେିଠା ରେ ରହିବି। ତୁମ୍ଭର ଲୋକ ହିଁ ମାରେ ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମାରେସଦାପ୍ରଭୁ ହବେେ।
ତା'ପରେ ହାନ୍ନା ଏଲିଯକକ୍ସ୍ଟ କହିଲା, ମହାଶୟ ମୁ ବାସ୍ତବ ରେ ସହେି ସ୍ତ୍ରୀ ଲୋକ ୟିଏକି ତକ୍ସ୍ଟମ୍ଭ ଆଗ ରେ ଛିଡା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।
ତାଙ୍କ ସମୟରେ ବୈଥଲେୀର ହୀଯଲେ ଯିରୀହାେ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହାଶୂେୟଙ୍କ ଦ୍ବାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତବେେଳେ ସେ ନଗର ରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମପୁତ୍ର ଅବୀରାମ ମଲା ଓ ଯେତବେେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ଯୁ ହେଲା।
ଏଲିଯ ଇଲୀଶାୟକୁ କହିଲେ, ମୁଁ ବିନଯ କରୁଛି ଏଠା ରେ ରୁହନ୍ତୁ, କାରଣ ସଦାପ୍ରଭୁ ମାେତେ ବୈଥଲକେୁ ୟିବାକୁ କହିଛନ୍ତି।
ଏଥି ରେ ବାଳକର ମାଆ କହିଲା, ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ଆପଣଙ୍କୁ ଛାଡିବି ନାହିଁ।
ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।
ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।
ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।