ଆମ୍ଭେ ତୁମ୍ଭର ଆଯୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀଯ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାେଶ ଓ ଆମ୍ଭର ସବେକ ଦାଉଦଙ୍କ ସକାେଶ ଏହି ନଗରକୁ ରକ୍ଷା କରିବି।'
Cross references
ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।
ଏହି ପ୍ରକା ରେ ସଦାପ୍ରଭୁ ହିଜକିଯ ଓ ୟିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସନ୍ ହେ ରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କ ଠାରୁ ରକ୍ଷା କଲେ। ଲୋକମାନଙ୍କୁ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।
ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।
ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'