Home Bibles ଦିତୀୟ ରାଜାବଳୀ 21:13 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 21:13 · ଓଡ଼ିଆ ବାଇବେଲ

ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।

Cross references

ପ୍ରଥମ ରାଜାବଳୀ 14:10

ହେ ୟାରବିଯାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛନ୍ନ କରିବାକୁ ଯାଉଛ। ତୁମ୍ଭ ପରିବାରର ପ୍ରେତ୍ୟକକ ପୁରୁଷଙ୍କୁ ମୁଁ ହତ୍ଯା କରିବି। ଅଗ୍ନି ଯେପରି ଘାସକୁ ପୋଡି଼ ପାଉଁଶ କରିଦିଏ, ସହେିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ବଂସ କରି ଦବେି।

ପ୍ରଥମ ରାଜାବଳୀ 21:21

ତେଣୁ ସଦାପ୍ରଭୁ କହନ୍ତି, 'ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରର ଫୁ ସନ୍ତାନମାନଙ୍କୁ ନିଃଶଷେ କରିବି।

ଦିତୀୟ ରାଜାବଳୀ 9:8

ତେଣୁ ଆହାବ୍ ବଂଶର ସମସ୍ତେ ବିନଷ୍ଟ ହବେେ, ଏପରିକି ଆହବ ବଂଶର ସମସ୍ତ ଫୁସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇଶ୍ରାୟେଲ ରେ ବିନାଶ ହବେେ, କହେି ପଳାଯନ କରି ପାରିବେ ନାହିଁ।

ଦିତୀୟ ରାଜାବଳୀ 10:11

ତେଣୁ ଯହେୂ ୟିଷ୍ରିଯଲେ ରେ ବାସ କରୁଥିବା ଆହାବ୍ଙ୍କର ବଂଶର ସମସ୍ତ ଲୋକଙ୍କୁ ଅର୍ଥାତ୍ ତାଙ୍କର ପ୍ରଧାନ ଲୋକମାନଙ୍କୁ ଆତ୍ମୀଯ ବନ୍ଧୁମାନଙ୍କୁ ଓ ଯାଜକମାନଙ୍କୁ ବଧ କଲେ। ଆହାବ୍ଙ୍କ ଲୋକରୁ କହେି ଜଣେ ହେଲେ ଜୀବିତ ଛଡାଗଲା ନାହିଁ।

ଦିତୀୟ ରାଜାବଳୀ 17:6

ହାେେଶୟ ରାଜତ୍ବର ନବମ ବର୍ଷ ରେ ଅଶୂରର ରାଜା ଶମରିଯା ଅଧିକାର କଲେ। ସେ ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା ଓ ସମାନଙ୍କେୁ ଓ ଗୋଶୋନ ନଗର ହାବୋର ନଦୀର ହଲହ ରେ ଓ ମାଦୀଯମାନଙ୍କ ନାନା ଦେଶ ରେ ରଖିଲେ।

ଯିଶାଇୟ 10:22

ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।

ଯିଶାଇୟ 14:23

ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'

ଯିଶାଇୟ 28:17

ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।

ଯିଶାଇୟ 34:11

ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।

ଯିରିମିୟ 25:9

ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟଙ୍କ ବିଳାପ 2:8

ସଦାପ୍ରଭୁ ସିୟୋନ କନ୍ଯାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାଁନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସମାନେେ ଏକାବଳେକେ ନିସ୍ତଜେ ହାଇେଛନ୍ତି।

ଯିହିଜିକଲ 23:31

ତୁମ୍ଭେ ନିଜ ଭଗିନୀର ପଥ ଅନୁସରଣ କରିଅଛ। ଏଣୁ ମୁଁ ତା'ର ପାନପାତ୍ର ତୁମ୍ଭ ହସ୍ତ ରେ ଦବେି।

ଯିହିଜିକଲ 24:10

ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂୟୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦଗ୍ଧ କର। ଯେପର୍ୟ୍ଯନ୍ତ ସମାନେେ ପୋଡ଼ିୟାଇ ନାହାଁନ୍ତି।

ଆମୋଷ 7:7

ସଦାପ୍ରଭୁ ଏହି ଜିନିଷ ମାେତେ ଦଖାଇେଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡା ହେଲେ। କାନ୍ଥ ଓଳମ ଦ୍ବାରା ସଳଖ କରାୟାଏ।

ଆମୋଷ 7:8

ସଦାପ୍ରଭୁ ମାେତେ କହିଲେ, ହେ ଆମାଷେ କ'ଣ ଦେଖୁଛ?

ଯିଖରିୟ 1:16

ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:21

ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :

Interlinear

Choose Theme