ଦିତୀୟ ରାଜାବଳୀ 21:25 · ଓଡ଼ିଆ ବାଇବେଲ
ଏହି ଆମାେନ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
Cross references
ପ୍ରଥମ ରାଜାବଳୀ 14:29
ରିହବିଯାମଙ୍କ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ଦିତୀୟ ରାଜାବଳୀ 8:23
ୟିହୋରାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ କାର୍ୟ୍ଯା ବଳୀ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିପିବଦ୍ଧ ହାଇେଅଛି।
ଦିତୀୟ ରାଜାବଳୀ 20:20
ହିଜକିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ଯକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ଦିତୀୟ ରାଜାବଳୀ 21:17
ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ୟ୍ଯ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।