ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।
Cross references
ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମସ୍ତ ଗୋଷ୍ଠୀ ମଧ୍ଯରକ୍ସ୍ଟ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠା ରେ ତାଙ୍କର ନାମ ଉପାସନା ହବୋ ଉଚିତ୍। ତୁମ୍ଭର ସଠାେକକ୍ସ୍ଟ ୟିବା ଉଚିତ୍ ଏବଂ ତାଙ୍କୁ ଖାଜେିବା ଉଚିତ୍।
ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ' ମାରେ ନାମ' ସଠାେରେ ସମ୍ମାନ୍ବିତ ହବେ। ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିର ରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।
ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭଙ୍କୁ କଥା ଦଇେଅଛୁ ଯେ, ଆମ୍ଭର ଧ୍ଯାନ ଓ ପ୍ ରମେ ମନ୍ଦିର ପ୍ରତି ରହିବ।
ରାଜା ଆହାସ୍ ଅଶୂର ରାଜା ତିଗ୍ଲତ-ପିଲଲଷରଙ୍କୁ ଭଲଟିବାକୁ ଦମ୍ମଲଶକ ଗଲଲ ଓ ଦମ୍ଲମଶକଲର ଥିବା ୟଜ୍ଞବଲଦୀସଦଖିଲଲ। ତା'ପଲର ଆହାସ୍ର ରାଜାସସହି ୟଜ୍ଞବଲଦିସର ସକଳ ଶିଳ୍ପକଳା ଅନୁସାଲରସସହିପ୍ରକାର ଆକୃତି ଉରିଯ ଯାଜକ ନିକଟକୁ ପଠାଇଲଲ।
ତା'ପଲର ଯାଜକ ଉରିଯ ରାଜା ଆହାସ ଦମ୍ମଲଶକରୁ ପଠାଇଥିବା ୟଜ୍ଞବଲଦିର ନମୁନା ଅନୁସାଲର ଏକ ୟଜ୍ଞବଲଦି ନିର୍ମାଣ କଲଲ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।
ଯାଜକ ଉରିଯ ରାଜା ଆହାସ୍ଙ୍କ ଆଜ୍ଞାନୁସାସର ସମସ୍ତ କାର୍ୟ୍ଯ କଲଲ।
ଅତୀତ ରେ ଯିହୁଦାର ରାଜାମାନେ ଆହସର ଘରର କଠାେରୀର ଛାତ ଉପରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ମନ୍ଦିରର ଦୁଇ ସହର ରେ ଯେଉଁ ୟଜ୍ଞବଦେୀଗୁଡିକ ନିର୍ମାଣ କରିଥିଲେ ଯୋଶିୟଯ ସେ ସବୁକୁ ଭାଙ୍ଗି ଚୁର୍ଣ୍ଣ କଲେ ଓ ସେ ଧୂଳିକୁ ନଇେ କିଦ୍ରୋଣ ନଦୀ ରେ ନିକ୍ଷପେ କଲେ।
ସଦାପ୍ରଭୁ କହିଲେ, ମୁଁ ଯିହୁଦାକୁ ଅପସାରଣ କରିବି, ଯଭେଳି ମୁଁ ଇଶ୍ରାୟେଲକୁ ମାରଦେୃଷ୍ଟିରୁ ଅପସାରଣ କରିଛି। ମୁଁ ମାରେ ମନୋନୀତ ସହର ୟିରୁଶାଲମକୁ ପରିତ୍ଯାଗ କରିବି। ମୁଁ ଯେଉଁ ମନ୍ଦିର ବିଷଯ ରେ କହିଥିଲି, ' ମାରେ ନାମ ସଠାେରେ ରହିବ।'
'ଆମ୍ଭେ ଆମ୍ଭର ଲୋକମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭେ ଆମ୍ଭର ନାମ ରେ ଗୃହଟିଏ ନିର୍ମାଣ କରିବା ନିମନ୍ତେ ଇଶ୍ରାୟେଲର କୌଣସି ପରିବାରବର୍ଗର ନଗର ରେ ଗୋଟିଏ ସ୍ଥାନ ସୁଦ୍ଧା ମନୋନୀତ କରି ନାହିଁ। ମାରେ ଲୋକ, ଇଶ୍ରାୟେଲର ଲୋକମାନଙ୍କୁ ନତେୃତ୍ବ ଦବୋ ନିମନ୍ତେ ଆମ୍ଭେ କୌଣସି ଗୋଟିଏ ଲୋକକୁ ସୁଦ୍ଧା ମନୋନୀତ କରି ନାହଁ।
କିନ୍ତୁ ଆମ୍ଭେ ବର୍ତ୍ତମାନ ୟିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ। ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇଶ୍ରାୟେଲକୁ ନତେୃତ୍ବ ଦବୋ ନିମନ୍ତେ ମନୋନୀତ କରିଅଛୁ।'
ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ।
ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ତାହା କଲେ। ସମାନେେ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହକୁ 'ଅଶୁଚି' କରିବା ନିମନ୍ତେ ସମାନଙ୍କେର ଘୃଣାୟୋଗ୍ଯ ବସ୍ତ୍ର ତହିଁ ମଧିଅରେ ରଖିଛନ୍ତି।
ପୁଣି ସମାନେେ ଆମ୍ଭ ମନ୍ଦିର ରେ ସମାନଙ୍କେ ହସ୍ତଦ୍ବାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ କଳୁଷିତ କରିବା ପାଇଁ।
ସମାନେେ ହିନ୍ନୋମ ପୁତ୍ରର ଉପତ୍ୟକା ରେ ବାଲ୍ଦବରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସମାନେେ ମାେଲକର ଉଦ୍ଦେଶ୍ଯ ରେ ଆପଣା ପୁତ୍ର କନ୍ଯାଗଣଙ୍କୁ ଅଗ୍ନି ମଧ୍ଯଦଇେ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ଯକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦଇେ ନାହୁଁ କିଅବା ଆମ୍ଭ ମନ ରେ ତାହା ଉଦଯ ହାଇେ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସମାନେେ ଏହା କରିଛନ୍ତି।
ଏବଂ ଠିକ୍ ସହେି ଦିନ ସମାନେେ ପ୍ରତିମାଗଣ ଉଦ୍ଦେଶ୍ଯ ରେ ଆପଣା ସନ୍ତାନମାନଙ୍କୁ ବଧ କରିଥିଲେ। ସମାନେେ ମାରେ ମନ୍ଦିରର ଅଗଣାକୁ କଳୁଷିତ କରିବା ପାଇଁ ଆସିଥିଲେ।