Home Bibles ଦିତୀୟ ରାଜାବଳୀ 21:7 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 21:7 · ଓଡ଼ିଆ ବାଇବେଲ

ପୁଣି ମନଃଶି ଆଶରୋ ରେ ଏକ ଖାଦେିତ ମୂର୍ତ୍ତୀ ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିର ରେ ସ୍ଥାପନ କଲେ। କିନ୍ତୁ ସହେି ମନ୍ଦିର ବିଷଯ ରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନ୍କୁ କହିଥିଲେ, ମୁଁ ସମଗ୍ର ଇଶ୍ରାୟେଲର ସମସ୍ତ ନଗରଠାରୁ ୟିରୁଶାଲମ୍କୁ ମନୋନୀତ କରିଛି। ୟିରୁଶାଲମ୍ର ଏହି ମନ୍ଦିର ରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।

Cross references

ଦିତୀୟ ବିବରଣ 16:21

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିବ, ତହିଁ ନିକଟରେ ଆଶରୋର ମୂର୍ତ୍ତି ବୋଲି କୌଣସି ପ୍ରକାର କାଠ ସ୍ଥାପନ କରିବ ନାହିଁ।

ଦିତୀୟ ଶାମୁୟେଲ 7:13

ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।

ପ୍ରଥମ ରାଜାବଳୀ 8:29

ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ' ମାରେ ନାମ' ସଠାେରେ ସମ୍ମାନ୍ବିତ ହବେ। ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିର ରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।

ପ୍ରଥମ ରାଜାବଳୀ 8:44

କବେେ କବେେ ତୁମ୍ଭର ଲୋକ ତୁମ୍ଭର ଆଦେଶ ରେ ଶତୃ ବିପକ୍ଷ ରେ ୟୁଦ୍ଧ କରିବାକୁ ଗଲା ବେଳେ ତୁମ୍ଭର ଏହି ମନୋନୀତ ସ୍ଥାନ ରେ ତୁମ୍ଭ ସମ୍ମାନାର୍ଥେ ମାେ ଦ୍ବାରା ନିର୍ମିତ ମନ୍ଦିର ରେ ପ୍ରାର୍ଥନା କରିବେ।

ପ୍ରଥମ ରାଜାବଳୀ 9:3

ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭଙ୍କୁ କଥା ଦଇେଅଛୁ ଯେ, ଆମ୍ଭର ଧ୍ଯାନ ଓ ପ୍ ରମେ ମନ୍ଦିର ପ୍ରତି ରହିବ।

ପ୍ରଥମ ରାଜାବଳୀ 9:7

ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।

ଦିତୀୟ ରାଜାବଳୀ 16:11

ତା'ପଲର ଯାଜକ ଉରିଯ ରାଜା ଆହାସ ଦମ୍ମଲଶକରୁ ପଠାଇଥିବା ୟଜ୍ଞବଲଦିର ନମୁନା ଅନୁସାଲର ଏକ ୟଜ୍ଞବଲଦି ନିର୍ମାଣ କଲଲ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।

ଦିତୀୟ ରାଜାବଳୀ 21:4

ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।

ଦିତୀୟ ରାଜାବଳୀ 23:6

ଆଉ ଯୋଶିୟଯ ସଦାପ୍ରଭୁଙ୍କ ମନ୍ଦିରରୁ ଆଶରୋ ମୂର୍ତ୍ତୀ କାଢିନଇେ ୟିରୁଶାଲମର ବାହା ରେ କିଦ୍ରୋଣ ନଦୀ ଓ ନିକଟକୁ ଆଣିଲେ। ସଠାେରେ ସେ ଏହାକୁ ଦଗ୍ଧ କଲେ ଓ ତାକୁ ପଷେି ଧୂଳି କଲେ। ସହେି ଚୁର୍ଣ୍ଣକୁ ନଇେ ସାମାନ୍ଯ ଲୋକମାନଙ୍କ କବର ଉପରେ ନିକ୍ଷପେ କଲେ।

ଦିତୀୟ ରାଜାବଳୀ 23:27

ସଦାପ୍ରଭୁ କହିଲେ, ମୁଁ ଯିହୁଦାକୁ ଅପସାରଣ କରିବି, ଯଭେଳି ମୁଁ ଇଶ୍ରାୟେଲକୁ ମାରଦେୃଷ୍ଟିରୁ ଅପସାରଣ କରିଛି। ମୁଁ ମାରେ ମନୋନୀତ ସହର ୟିରୁଶାଲମକୁ ପରିତ୍ଯାଗ କରିବି। ମୁଁ ଯେଉଁ ମନ୍ଦିର ବିଷଯ ରେ କହିଥିଲି, ' ମାରେ ନାମ ସଠାେରେ ରହିବ।'

ଦିତୀୟ ବଂଶାବଳୀ 6:6

କିନ୍ତୁ ଆମ୍ଭେ ବର୍ତ୍ତମାନ ୟିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ। ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇଶ୍ରାୟେଲକୁ ନତେୃତ୍ବ ଦବୋ ନିମନ୍ତେ ମନୋନୀତ କରିଅଛୁ।'

ଦିତୀୟ ବଂଶାବଳୀ 7:12

ଏହାପରେ ସଦାପ୍ରଭୁ ରାତ୍ରି ସମୟରେ ଶଲୋମନଙ୍କ ନିକଟକୁ ଆସିଲେ। ସଦାପ୍ରଭୁ ତାଙ୍କୁ କହିଲେ, ଶଲୋମନ, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଏବଂ ଆମ୍ଭେ ଏହି ସ୍ଥାନକୁ ମନ୍ଦିର ରୂପେ ମନୋନୀତ କରିଅଛୁ। ଯେଉଁଠା ରେ ଲୋକମାନେ ମାେତେ ନବୈେଦ୍ଯ ଉତ୍ସର୍ଗ କରିପାରିବେ।

ଦିତୀୟ ବଂଶାବଳୀ 7:16

ଆମ୍ଭେ ଏହି ମନ୍ଦିରକୁ ମନୋନୀତ କରୁଅଛୁ ଏବଂ ଆମ୍ଭ ନାମ ଯେପରି ଚିରକାଳ ନିମନ୍ତେ ଏହି ସ୍ଥାନ ରେ ରହିବ, ସେଥିନିମନ୍ତେ ଆମ୍ଭେ ଏହାକୁ ପବିତ୍ର କରିଅଛୁ। ହଁ, ଆମ୍ଭ ଚକ୍ଷୁ ଓ ହୃଦଯ ଏହି ମନ୍ଦିର ରେ ସଦାସର୍ବଦା ରହିବ।

ଦିତୀୟ ବଂଶାବଳୀ 7:20

ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।

ଦିତୀୟ ବଂଶାବଳୀ 33:7

ମନଃଶି ଆହୁରି ମଧ୍ଯ ଏକ ଦବେତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ବରଙ୍କ ମନ୍ଦିର ମଧିଅରେ ରଖିଲେ - ସହେି ମନ୍ଦିର, ଯାହା ବିଷଯ ରେ ପରମେଶ୍ବର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ବର କହିଥିଲେ, ମୁଁ ଏହି ଗୃହ ରେ ଓ ୟିରୁଶାଲମ ରେ ମାରେ ନାମ ସ୍ଥାପନ କରିବି, ଯାହା ମୁଁ ଇଶ୍ରାୟେଲ ସମସ୍ତ ପରିବାରବର୍ଗଙ୍କ ମଧିଅରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସଠାେରେ ଚିରକାଳ ନିମନ୍ତେ ରହିବ।

ଦିତୀୟ ବଂଶାବଳୀ 33:15

ମନଃଶି ଅଦ୍ଭୁତ ଦବେତା ମୂର୍ତ୍ତିଗୁଡ଼ିକୁ ବାହାର କରି ଦେଲେ। ସେ ସଦାପ୍ରଭୁଙ୍କ ମନ୍ଦିରରୁ ମୂର୍ତ୍ତିକୁ ବାହାର କରି ଦେଲେ। ସେ ମନ୍ଦିର ଥିବା ପର୍ବତ ଓ ୟିରୁଶାଲମ ରେ ଯେଉଁସବୁ ୟଜ୍ଞବଦେୀ ନିର୍ମାଣ କରିଥିଲେ, ସଗେୁଡ଼ିକୁ ନଷ୍ଟ କରି ଦେଲେ। ମନଃଶି ସହେିସବୁ ବଦେୀକୁ ୟିରୁଶାଲମ ନଗର ବାହା ରେ ଫିଙ୍ଗି ଦେଲେ।

ନିହିମିୟା 1:9

କିନ୍ତୁ ଯଦି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିବ ଓ ଆମ୍ଭେ ଆଜ୍ଞା ପାଳନକରି ଓ ଅଭ୍ଯାସ କରି ବାସ କରିବ, ତବେେ ଯଦିଓ ତୁମ୍ଭମାନେେ ଆକାଶର ପ୍ରାନ୍ତ ସୀମା ରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସହେି ସ୍ଥାନକୁ ସମାନଙ୍କେୁ ଆଣିବା।

ଗୀତସଂହିତା 74:2

ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ। ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ ଏବଂ ସିଯୋନ୍ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।

ଗୀତସଂହିତା 78:58

କାରଣ ସମାନେେ ନିଜର ଉଚ୍ଚସ୍ଥଳୀ ଦ୍ବାରା ପରମେଶ୍ବରଙ୍କୁ ବିରକ୍ତ କଲେ। ଏବଂ ଆପଣାମାନଙ୍କ ଖାଦେିତ ପ୍ରତିମାଦ୍ବାରା ସମାନେେ ପରମେଶ୍ବରଙ୍କୁ ଇର୍ଷାନ୍ବିତ କଲେ।

ଗୀତସଂହିତା 78:68

ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ।

ଗୀତସଂହିତା 132:13

ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।

ଯିରିମିୟ 7:30

ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ତାହା କଲେ। ସମାନେେ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହକୁ 'ଅଶୁଚି' କରିବା ନିମନ୍ତେ ସମାନଙ୍କେର ଘୃଣାୟୋଗ୍ଯ ବସ୍ତ୍ର ତହିଁ ମଧିଅରେ ରଖିଛନ୍ତି।

ଯିରିମିୟ 32:34

ପୁଣି ସମାନେେ ଆମ୍ଭ ମନ୍ଦିର ରେ ସମାନଙ୍କେ ହସ୍ତଦ୍ବାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ କଳୁଷିତ କରିବା ପାଇଁ।

Interlinear

Choose Theme