Home Bibles ☰ Books ଦିତୀୟ ରାଜାବଳୀ 22:5 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 22:5 · ଓଡ଼ିଆ ବାଇବେଲ

ସେ ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରି ଦିଅନ୍ତୁ। ଆଉ ମଧ୍ଯ ସେ ମନ୍ଦିର ମରାମତି ରେ ତତ୍ତ୍ବବଧାରକ ଯାଜକ ମୁଦ୍ରା ଦିଅନ୍ତୁ।

Cross references

ଦିତୀୟ ରାଜାବଳୀ 12:5

ଲୋକମାନଙ୍କଠାରୁ ପ୍ରେତ୍ୟକକ ନିରୁପିତ ମୁଦ୍ରା ପ୍ରାପ୍ତ କରି, ୟିଏ ସବୋ କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତି ରେ ଯାଜକମାନେ ମୁଦ୍ରା ବ୍ଯବହାର କରନ୍ତୁ।

ଦିତୀୟ ରାଜାବଳୀ 12:11

ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଶ୍ରମିକମାନଙ୍କୁ, ବଢଇମାନଙ୍କେୁ ଓ ଅନ୍ୟ ରାଜମନ୍ତ୍ରୀଗଣ ସଦାପ୍ରଭୁଙ୍କ ମନ୍ଦିର ପୂନଃନିର୍ମାଣ କାର୍ୟ୍ଯ ମରାମତି ରେ ଏହି ଟଙ୍କା ଦେଲେ।

ଦିତୀୟ ବଂଶାବଳୀ 24:7

ଅତୀତ ରେ, ଅଥଲିଯାଙ୍କ ପୁତ୍ରମାନେ ପରମେଶ୍ବରଙ୍କ ମନ୍ଦିର ଭାଙ୍ଗି ଭିତ ରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସମାନେେ ବାଲ୍-ଦବଗେଣର ପୂଜା କରିବା ନିମନ୍ତେ ବ୍ଯବହାର କରିଥିଲେ। ଅଥଲିଯା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।

ଦିତୀୟ ବଂଶାବଳୀ 24:12

ଏହାପରେ ରାଜା ଯୋୟାଶ୍ ଓ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ସହେି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖାଦେନକାରୀ ଓ ବଢ଼ଇମାନଙ୍କେୁ ପାରିଶ୍ରମିକ ଦଇେ ନୁୟୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ୟ୍ଯ ଜାଣିଥିଲେ, ସମାନେେ ସମାନଙ୍କେୁ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ୟ୍ଯ ରେ ପାରିଶ୍ରମିକ ଦଇେ ନିୟୁକ୍ତ କଲେ।

ଦିତୀୟ ବଂଶାବଳୀ 24:27

ୟୋଯାଶ୍ଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧ ରେ ମହାନ୍ ଭବିଷ୍ଯତ୍ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ବରଙ୍କ ମନ୍ଦିରର ନିର୍ମାଣ କଲେ, ସହେିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲଖାୟୋଇ ଅଛି। ଅମତ୍ସିଯ ତାଙ୍କ ଉତ୍ତା ରେ ନୂତନ ରାଜା ହେଲେ। ଅମତ୍ସିଯ ୟୋଯାଶ୍ଙ୍କର ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 34:10

ଏହାପରେ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ତଦାରଖ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ମଜୁରୀ ଦେଲେ। ଆଉ ତଦାରଖକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ମରାମତି କରୁଥିବା ଶ୍ରମିକମାନଙ୍କୁ ମଜୁରୀ ଦେଲେ।

ଏଜ୍ରା 3:7

ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।

Interlinear

Choose Theme