ଏହାପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଯଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦଲୋ, ଆପଣଙ୍କ ସବେକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ବାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।
Cross references
ପୁଣି ସମାନେେ ରାଜା ହିଲକିଯଙ୍କୁ ଡାକନ୍ତେ ହିଲକିଯର ପୁତ୍ର ଇଲିଯାକୀମ୍ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମକ ଇତିହାସ ଲେଖକ ସମାନଙ୍କେୁ ଭଟେିବାକୁ ବାହାରିଲେ।
ଯୋଶିୟ ତାଙ୍କ ରାଜତ୍ବର ଅଷ୍ଟାଦଶ ବର୍ଷ ରେ ମଶୁଲ୍ଲମର ପୌତ୍ର, ଅତ୍ସଲିଯର ପୁତ୍ର ଶାଫନ ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।
ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।
ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ।
ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
ଯିହୁଦାର ରାଜା ସିଦିକିଯ ବାବିଲର ରାଜା ନବୂଖଦନିତ୍ସର ନିକଟକୁ ଶାଫନର ପୁତ୍ର ଇଲିଯାସା ଓ ହିଲ୍କିଯର ପୁତ୍ର ଗରିଯକୁ ପଠାଇଲେ। ଯିରିମିୟ ସହେିମାନଙ୍କ ହସ୍ତ ରେ ପତ୍ର ଦେଲେ। ସହେି ପତ୍ରଟି ଏହିପରି ପାଠ କରାଗଲା।
ସେତବେେଳେ ବାରୂକ ସହେି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ଯ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣ ରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଶମରିଯର କଠାେରୀ ରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚର ରେ ତାହା ପାଠ କଲେ।
ସମାନେେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯର ହସ୍ତ ରେ ସମର୍ପଣ କଲେ। ଗଦଲିଯ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧିଅରେ ବାସ କଲେ।
ଯିହୁଦାର ଯେଉଁସବୁ ଲୋକ ମାୟୋବ, ଅମ୍ମାନେ, ଇଦୋମ ଓ ଅନ୍ଯାନ୍ଯ ସବୁ ଦେଶ ରେ ଥିଲେ, ସମାନେେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯକୁ ସମାନଙ୍କେୁ ଶାସନ କରିବାକୁ ନିୟୁକ୍ତ କରିଅଛି।
ସମାନେେ ଏକତ୍ର ଭୋଜନ କରୁଥିବା ବେଳେ ଇଶମାଯଲେ ଓ ତାର ଦଶଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିଯକୁ ହତ୍ଯା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାୟ୍ଯ ରେ ନିୟୁକ୍ତ କରିଥିଲେ।
ପୁଣି ସେ ସବୁର ସମ୍ମୁଖ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହାଇେଅଛନ୍ତି ଓ ସମାନଙ୍କେ ମଧ୍ଯ ସ୍ଥାନ ରେ ଶାଫନର ପୁତ୍ର ୟାସନିଯ ଠିଆ ହାଇେଅଛି। ପ୍ରେତ୍ୟକକ ଲୋକ ନିଜ ନିଜ ଧୂପଦାନୀ ହସ୍ତ ରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଉର୍ଦ୍ଧ୍ବକୁ ଉଠୁଅଛି।