Home Bibles ☰ Books ଦିତୀୟ ରାଜାବଳୀ 23:5 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 23:5 · ଓଡ଼ିଆ ବାଇବେଲ

ରାଜା ସମସ୍ତ ସାଧାରଣ ଲୋକ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ବାର ନିୟୁକ୍ତି ହାଇେଥିଲେ, ଯାଜକ ରୂପେ ସବୋ କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରେତ୍ୟକକ ନଗରର ଉଚ୍ଚସ୍ଥାନ ରେ ସବୁବେଳେ ଧୂପ ଜାଳନ୍ତି ଓ ୟିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗର ରେ ବାଲ୍ଙ୍କ ସମ୍ମାନାର୍ଥେ ସୂର୍ୟ୍ଯ,ଚନ୍ଦ୍ର ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡିକରେ।

Cross references

ଦିତୀୟ ରାଜାବଳୀ 21:3

ତାଙ୍କର ପିତା ହିଜକିଯ ଯେଉଁ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରିଥିଲେ, ସେ ପୁନର୍ବାର ସଗେୁଡିକୁ ନିର୍ମାଣ କଲେ। ଇଶ୍ରାୟେଲର ଆହାବ୍ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ୟଜ୍ଞବଦେି ପ୍ରସ୍ତୁତ କଲେ ଓ ଆଶରୋ ମୂର୍ତ୍ତୀ ନିର୍ମାଣ କଲେ। ଆଉ ମଧ୍ଯ ସେ ସ୍ବର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସମାନଙ୍କେର ସବୋ କଲେ।

ଆୟୁବ ପୁସ୍ତକ 38:32

ତୁମ୍ଭେ କ'ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ ? କି ତୁମ୍ଭେ କ'ଣ ଭାଲୁକୁ ତା'ର ଛୁଆମାନଙ୍କ ସହିତ କଢ଼ଇେ ନବେ।

ଯିରିମିୟ 8:1

ସଦାପ୍ରଭୁ କହନ୍ତି, ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ଯଦବକ୍ତାମାନଙ୍କର ଓ ୟିରୁଶାଲମ ନିବାସୀଗଣର ଅସ୍ଥିସବୁ ସମାନଙ୍କେ କବରରୁ ବାହାର କରିବେ।

ଯିରିମିୟ 44:17

ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।

ହୋଶେୟ 10:5

ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।

ସିଫନିୟ 1:4

ସଦାପ୍ରଭୁ କହିଲେ, ଆମ୍ଭେ ଯିହୁଦା ଓ ୟିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦବୋ। ଆମ୍ଭେ ସହେି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦବୋ। ଆମ୍ଭେ ବାଲର ଶଷେ ସଙ୍କତକେୁ ହଟାଇ ଦବୋ। ସମସ୍ତ ଲୋକ

Interlinear

Choose Theme