ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।
Cross references
ତହୁଁ ଫାରୋ-ନଖୋ ଯୋଶିୟଯଙ୍କର ପୁତ୍ର ଇଲିଯାକୀମ୍ ୟିଏ ଯୋଶିୟଯଙ୍କର ସ୍ଥାନ ରେ ନୂଆ ରାଜା ପଦ ରେ ଘୋଷଣା କଲେ, ସେ ତାଙ୍କର ନାମ ଯିହାୟୋଦାରକୀମ୍ ରଖିଲା। କିନ୍ତୁ ଯିହାୟୋଦାରହସ୍ଙ୍କୁ ସେ ମିଶରକୁ ନଇଗେଲେ ଓ ସହେିଠା ରେ ତାଙ୍କର ମୃତ୍ଯୁ ହେଲା।
ଯୋଶିୟଯଙ୍କ ପୁତ୍ରମାନଙ୍କର ତାଲିକା ଏହି : ପ୍ରଥମ ପୁତ୍ର ୟୋହାନନ୍, ଦ୍ବିତୀୟ ପୁତ୍ର, ଯିହାୟୋଦାରକୀମ୍, ତୃତୀୟ ପୁତ୍ର ସିଦିକିଯ, ଚତୁର୍ଥ ପୁତ୍ର ଶଲ୍ଲୁମ୍।
ମିଶରର ରାଜା ଯିହାୟୋଦାରହସ୍ଙ୍କ ଭ୍ରାତା ଇଲୀଯାକୀମଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା କଲେ। ଏହାପରେ ମିଶରର ରାଜା ଇଲୀଯାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହାୟୋଦାରକୀମ୍ ଦେଲେ। କିନ୍ତୁ ନଖୋ ଯିହାୟୋଦାରକୀମ୍ର ଭାଇ ଯିହାୟୋଦାରହସ୍ଙ୍କୁ ମିଶରକୁ ନଇଗେଲେ।
ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।
ଅନନ୍ତର ଯିହାୟୋଦାରକୀମର ପୁତ୍ର କୀଯର ପଦ ରେ ଯୋଶିୟଯର ପୁତ୍ର ସିଦିକିଯ ରାଜା ହାଇେ ରାଜତ୍ବ କଲା। ବାବିଲର ରାଜା ନବୂଖଦନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।
ପୁଣି ସହେି ନଫୁସକାଧିପତି ଅସ୍ପନସ୍ ଯିହୁଦାର ୟୁବକମାନଙ୍କୁ ନୂଆ ବାବିଲୀଯ ନାମ ଦେଲେ। ସେ ଦାନିୟେଲଙ୍କୁ ବଲେଟ୍ଶତ୍ସର, ହନାନିଯଙ୍କୁ ଶଦ୍ରକ୍, ମୀଶାଯଲଙ୍କେୁ ମୈଶକ ଓ ଅସରିଯଙ୍କୁ ଅବେଦ୍-ନଗୋ ନାମ ଦେଲେ।