Home Bibles ଦିତୀୟ ରାଜାବଳୀ 25:17 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 25:17 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।

Cross references

ପ୍ରଥମ ରାଜାବଳୀ 7:15

ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।

ଯିରିମିୟ 52:21

ପୁଣି ସହେି ଦୁଇସ୍ତମ୍ଭ ପ୍ରେତ୍ୟକକର ଉଚ୍ଚତା ସତଇେଶ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମାଟୋ ଓ ତାହା ଫମ୍ପା ଥିଲା।

Interlinear

Choose Theme