ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।
Cross references
ତହୁଁ ଗଦଲିଯ ଅଧିକାରୀମାନଙ୍କ ନିକଟରେ ଓ ସମାନଙ୍କେ ଲୋକମାନଙ୍କ ନିକଟରେ ଶପଥ କରନ୍ତି, ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠା ରେ ରହି ବାବିଲ ରାଜାର ସବୋ କର। ତା'ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହବେ।
ଅସରିଯ ସରାଯଙ୍କ ପିତା ଥିଲେ। ସରାଯ ୟିହୋସାଦକଙ୍କ ପିତା ଥିଲେ।
ଏହିସବୁ ଘଟଣାପରେ ପାରସ୍ଯ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାଯର ପୁତ୍ର ଏଜ୍ରା ବାବିଲରୁ ୟାତ୍ରା କଲେ। ଉକ୍ତ ସରାଯ ଅସରିଯର ପୁତ୍ର, ଅସରିଯ ହିଲ୍କିଯର ପୁତ୍ର ଥିଲେ।
ରାଜା ସିଦିକିଯ ମଲ୍କିଯର ପୁତ୍ର ପଶ୍ହୂରକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ସଦାପ୍ରଭୁଙ୍କର ବାକ୍ଯ ଦଇେ ଯିରିମିୟ ନିକଟକୁ ପଠାଇଲେ।
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଶମଯିଯ, ତୁମ୍ଭେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ମା ସଯରେ ପୁତ୍ର ସଫନିଯ ଯାଜକକୁ ଓ ଅନ୍ଯାନ୍ଯ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମ ରେ ଏହି ପତ୍ର ପଠାଅ।
ଅନନ୍ତର ସଫନିଯ ଯାଜକ ଯିରିମିୟ ଭବିଷ୍ଯଦବକ୍ତାଙ୍କ କର୍ଣ୍ଣ ଗୋଚର ରେ ଏହି ପତ୍ର ପାଠ କଲା।
ପୁଣି ପ୍ରହରୀବର୍ଗର ସନୋପତି ପ୍ରଧାନ ଯାଜକ ସରାଯକୁ ଓ ଦ୍ବିତୀୟ ଯାଜକ ସଫନିଯକୁ ଏବଂ ଆଉ ତିନିଜଣ ଦ୍ବାରପାଳକୁ ବନ୍ଦୀ କରି ନଲୋ।
ହିଲ୍ଦଯ, ଟୋବିୟ ଓ ୟିଦାଯ ବାବିଲରୁ ଆସିଥିବା ସହେି ନିର୍ବାସିତଙ୍କ ମଧ୍ଯରୁ ଅଟନ୍ତି। ସୁନା ଓ ରୂପା ସମାନଙ୍କେଠାରୁ ନିଅ ଏବଂ ସିଫନିଯର ପୁତ୍ର ଯୋଶିୟଯର ଗୃହକୁ ୟାଅ।