Home Bibles ଦିତୀୟ ରାଜାବଳୀ 3:15 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 3:15 · ଓଡ଼ିଆ ବାଇବେଲ

ତଥାପି ଜଣେ ବୀଣାବାଦକକୁ ଆଣ।

Cross references

ପ୍ରଥମ ଶାମୁୟେଲ 10:5

ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।

ପ୍ରଥମ ଶାମୁୟେଲ 16:23

ପରମେଶ୍ବରଙ୍କ ଠାରକ୍ସ୍ଟ ସହେି ମନ୍ଦ ଆତ୍ମା ଯେ ତବେଳେ ଶାଉଲଙ୍କ ଉପରେ ଥାଏ, ସେତବେେଳେ ଦାଉଦ ବୀଣା ନଇେ ଆପଣା ହସ୍ତ ରେ ବଜାନ୍ତି। ତହିଁରେ ଶାଉଲ ଆଶ୍ବାସ ପାଆନ୍ତି ଓ ଭଲ ହକ୍ସ୍ଟଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡିୟାଏ।

ପ୍ରଥମ ଶାମୁୟେଲ 18:10

ପରଦିନ ପରମେଶ୍ବରଙ୍କଠାରକ୍ସ୍ଟ ଯେତବେେଳେ ମନ୍ଦ ଆତ୍ମା ଶାଉଲଙ୍କକ୍ସ୍ଟ ଅକ୍ତିଆର କଲେ, ସେ ତାଙ୍କ ଗୃହ ମଧିଅରେ ଅବାନ୍ତର କାର୍ୟ୍ଯ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତ ରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।

ପ୍ରଥମ ରାଜାବଳୀ 18:46

ସଦାପ୍ରଭୁଙ୍କ ଶକ୍ତି ଏଲିଯଙ୍କ ଉପରେ ପଡିଲା। ସେ ନିଜର କଟି ବସ୍ତ୍ରକୁ ଶକ୍ତ ଭାବରେ ବାନ୍ଧି ୟିଷ୍ରିଯଲରେ ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଆହାବ୍ଙ୍କ ଆଗେ ଆଗେ ଦୌଡିଗଲେ।

ପ୍ରଥମ ବଂଶାବଳୀ 25:1

ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି :

ଯିହିଜିକଲ 1:3

ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନ ରେ ବାବିଲ ରେ ମୁଁ ପରମେଶ୍ବରଙ୍କ ଦର୍ଶନ ପାଇଲି।

ଯିହିଜିକଲ 3:14

ତା'ପ ରେ ଆତ୍ମା ମାେତେ ଉପରକୁ ଉଠାଇ ନଇଗେଲା। ମୁଁ ଦୁଃଖିତ ହୃଦଯ ରେ କୋରଧିତ ହାଇେ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମାେତେ ଧରିଥିଲା।

ଯିହିଜିକଲ 3:22

ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠାନ କଲା, ସହେିଠା ରେ ସେ ମାେତେ କହିଲେ, ତୁମ୍ଭେ ଉଠି ପଦା ଭୂମିକୁ ବାହାରି ୟାଅ। ଆମ୍ଭେ ସହେିଠା ରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।

ଯିହିଜିକଲ 8:1

ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:21

ପ୍ରଭୁ ସହେି ବିଶ୍ବାସୀମାନଙ୍କୁ ସାହାୟ୍ଯ କରୁଥିଲେ। ତେଣୁ ଅନକେ ଲୋକ ବିଶ୍ବାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।

ଏଫିସୀୟଙ୍କ ପ୍ରତି ପତ୍ର 5:18

ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।

Interlinear

Choose Theme