ସଦାପ୍ରଭୁ ଏହା ମଧ୍ଯ କହନ୍ତି, ତୁମ୍ଭମାନେେ ବାଯୁ ଦେଖିବ ନାହିଁ କି ବୃଷ୍ଟି ଦେଖିବ ନାହିଁ, ମାତ୍ର ଉପତ୍ୟକାଟି ଜଳ ରେ ପରିପୂର୍ଣ୍ଣ ହବେ। ତବେେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସମସ୍ତ ଗୋମଷୋଦି ପଶୁମାନେ ଜଳପାନ କରିବେ।
Cross references
ମୁଁ ତୁମ୍ଭ ସମ୍ମୁଖ ରେ ହୋ ରେବ୍ ରେ ସହେି ଶୈଳ ଉପରେ ଠିଆ ହବେି। ସହେି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରିପାରିବେ।
ତୁମ୍ଭେ ଆଶାବାଡି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭମାନେେ ସମାନଙ୍କେ ସମ୍ମୁଖ ରେ ସହେି ଶୈଳକୁ ଜଳ ଦବୋ ପାଇଁ ଆଜ୍ଞା ଦିଅ। ତହିଁରେ ସହେି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସମାନଙ୍କେର ପଶୁଗଣଙ୍କୁ ଜଳ ପାନ କରାଇବ।
ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।
ସମାନେେ କ୍ରନ୍ଦନ ଉପତ୍ୟକା ଦଇେ ୟାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହାଇେଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।
କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।
ସଦାପ୍ରଭୁ ଯଦିଓ ମରୁଭୂମିରୁ ସମାନଙ୍କେୁ ନେଲେ, ସମାନେେ ତୃଷାର୍ତ୍ତ ହେଲେ ନାହିଁ। ସେ ସମାନଙ୍କେ ପାଇଁ ଶୈଳରୁ ଜଳଷୋର୍ତ ବୁହାଇଲେ ; ଆଉ ମଧ୍ଯ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।