Home Bibles ☰ Books ଦିତୀୟ ରାଜାବଳୀ 3:2 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 3:2 · ଓଡ଼ିଆ ବାଇବେଲ

ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦକାର୍ୟ୍ଯ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ଯ ନଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡିକୁ ଦୂର କରି ଦେଲେ।

Cross references

ଯାତ୍ରା ପୁସ୍ତକ 23:24

ତୁମ୍ଭମାନେେ ସମାନଙ୍କେ ଦବେତାଗଣଙ୍କୁ ପୂଜା କରିବ ନାହିଁ। ସମାନଙ୍କେ ସମ୍ମୁଖ ରେ ପ୍ରଣାମ କରିବ ନାହିଁ, ସମାନଙ୍କେକ୍ରିଯାନୁସା ରେ କ୍ରିଯା କରିବ ନାହିଁ। ମାତ୍ର ସମାନଙ୍କେ ସମୂଳେ ଉତ୍ପାଟନ କରିବ। ସମାନଙ୍କେର ସ୍ତମ୍ଭସବୁ ଭାଙ୍ଗି ପକାଇବ।

ପ୍ରଥମ ଶାମୁୟେଲ 15:19

କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶକ୍ସ୍ଟଣିଲ ନାହିଁ କାହିଁକି? ତୁମ୍ଭେ ଚାହିଁଲ ସେ ଲକ୍ସ୍ଟଟଦ୍ରବ୍ଯ ଗକ୍ସ୍ଟଡିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ଅଟେ।

ପ୍ରଥମ ରାଜାବଳୀ 16:19

ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କରି ଚାଲିଲେ ଓ ୟାରବିଯାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ଫଳ ରେ ସମଗ୍ର ଇଶ୍ରାୟେଲ ପାପଗ୍ରସ୍ଥ ହେଲା।

ପ୍ରଥମ ରାଜାବଳୀ 16:31

ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।

ପ୍ରଥମ ରାଜାବଳୀ 16:32

ଆହାବ୍ ଶମରିଯା ରେ ବାଲ ଦବେତାଙ୍କ ଉପାସନା ପାଇଁ ଏକ ମନ୍ଦିର ନିର୍ମାଣ କଲେ ଓ ସହେି ମନ୍ଦିର ରେ ଏକ ୟଜ୍ଞବଦେୀ ତିଆରି କଲେ।

ପ୍ରଥମ ରାଜାବଳୀ 21:5

ଆହାବ୍ଙ୍କ ପତ୍ନୀ ଈଷବଲେ ତାଙ୍କ ନିକଟକୁ ୟାଇ ତାଙ୍କୁ କହିଲେ, ତୁମ୍ଭେ କାହିଁକି ଏତେ ଦୁଃଖିତ ଓ କାହିଁକି ଭୋଜନ କରୁନାହିଁ?

ପ୍ରଥମ ରାଜାବଳୀ 21:20

ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।

ପ୍ରଥମ ରାଜାବଳୀ 21:25

ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ଦିତୀୟ ରାଜାବଳୀ 6:31

ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।

ଦିତୀୟ ରାଜାବଳୀ 9:22

ୟୋରାମ ଯହେୂଙ୍କୁ ଦେଖି ପଚାରିଲେ, ହେ ଯହେୂ, ତୁମ୍ଭେ ଶାନ୍ତର ସହିତ ଆସିଛ ତ?

ଦିତୀୟ ରାଜାବଳୀ 9:34

ଯହେୂ ଭିତରକୁ ୟାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ଯା।

ଦିତୀୟ ରାଜାବଳୀ 10:18

ପୁଣି ଯହେୂ ସମସ୍ତଙ୍କୁ ଏକତ୍ର କରି ସମାନଙ୍କେୁ ଡାକି କହିଲେ, ଆହାବ୍ ବାଲ୍ର ଅଳ୍ପ ସବୋ କଲା, ମାତ୍ର ଯହେୂ ତା'ର ବହୁତ ସବୋ କରିବ।

ଦିତୀୟ ରାଜାବଳୀ 10:26

ପୁଣି ସମାନେେ ବାଲ୍ ମନ୍ଦିରରୁ ସ୍ମୃତିସ୍ତମ୍ଭମାନ ବାହାର କରି ଆଣି ପୋଡି଼ ପକାଇଲେ।

ଦିତୀୟ ରାଜାବଳୀ 10:27

ସମାନେେ ବାଲ୍ର ସ୍ମରଣାର୍ଥକ ପ୍ରସ୍ତରଗୁଡିକୁ ଭାଙ୍ଗି ପକାଇଲେ ଓ ବାଲ୍ ମନ୍ଦିରକୁ ଧୂଳିସାତ କଲେ ଓ ଏହାକୁ ଶୌଗ୍ଭଳଯ କଲେ। ସଗେୁଡିକ ଆଜିୟାଏ ବ୍ଯବହାର ହେଉଛି।

ଦିତୀୟ ରାଜାବଳୀ 21:6

ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।

ଦିତୀୟ ରାଜାବଳୀ 21:20

ଆମାେନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ।

Interlinear

Choose Theme