Home Bibles ଦିତୀୟ ରାଜାବଳୀ 3:22 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 3:22 · ଓଡ଼ିଆ ବାଇବେଲ

ମାୟୋବୀଯମାନେ ପ୍ରଭାତ ରେ ଉଠିଲା ବେଳେ ସହେି ସମୟରେ ସୂର୍ୟ୍ଯ ଜଳ ଉପରେ ଚମୁକୁ ଥିଲା। ସମାନେେ ଏହାକୁ ସମାନଙ୍କେର ରକ୍ତ ତୁଲ୍ଯ ରଙ୍ଗପରି ଦେଖିଲେ।

Cross references

ଦିତୀୟ ରାଜାବଳୀ 7:6

କାରଣ ସଦାପ୍ରଭୁ ଅରାମୀଯ ସୈନ୍ଯମାନଙ୍କୁ ରଥ ଶଦ୍ଦ, ଅଶ୍ବ ଶଦ୍ଦ ଓ ବିପୁଳ ସୈନ୍ଯବାହିନୀର ଶଦ୍ଦ ଶୁଣାଇବାକୁ କାରଣ ହେଲେ। ତହିଁରେ ସମାନେେ ପରସ୍ପରକୁ କହିଲେ, ଦେଖ, ଇଶ୍ରାୟେଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀଯ ଓ ମିଶରୀଯ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧ ରେ ବତନେ ଦଇେ ନିୟୁକ୍ତ କରିଅଛି।

Interlinear

Choose Theme