ଦିତୀୟ ରାଜାବଳୀ 3:26 · ଓଡ଼ିଆ ବାଇବେଲ
ପୁଣି ମାଯାେବର ରାଜା ଦେଖିଲେ ଯେ ୟୁଦ୍ଧ ତାଙ୍କ ପାଇଁ ଅତି ଅସହ୍ଯ ହେଲା। ତେଣୁ ସେ ନିଷ୍ପତ୍ତି କଲେ, ଇଦୋମର ରାଜାଙ୍କୁ ହତ୍ଯାକରି ସମାନଙ୍କେ ଦ୍ବାରା ଭଙ୍ଗାୟିବା, ସେ ତାଙ୍କର 700 ଖଡ୍ଗଧାରୀ ସୈନ୍ଯ ସହିତ ଏହା କରିବାକୁ ଚେଷ୍ଟା କଲେ। କିନ୍ତୁ ସେ ତାହା ଭାଙ୍ଗିପାରିଲେ ନାହିଁ।
Cross references
ଦିତୀୟ ରାଜାବଳୀ 3:9
ତହୁଁ ଇଶ୍ରାୟେଲର ରାଜା ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତଦିନ ଧରି ୟାତ୍ରା କଲେ। ସମାନଙ୍କେର ସୈନ୍ଯମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନଥିଲା।
ଆମୋଷ 2:1
ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।