ମାୟୋବର ରାଜା ମାଶାେ ମଷୋଧିକାରୀ ଥିଲେ। ସେ ଇଶ୍ରାୟେଲର ରାଜାଙ୍କୁ କରରୂପେ 1,00,000 ମଷେବତ୍ସର ଓ 1,00,000 ମଷେର ଲୋମ ପ୍ରତିବର୍ଷ ଦେଉଥିଲେ।
Cross references
ଅବ୍ରାମ ପଶୁ ଓ ସୁନାରୂପା ରେ ଅତି ଧନବାନ ଥିଲେ।
ଇସ୍ହାକ ପାଇବାକୁ ଲାଗିଲେ। ଅଧିକରୁ ଅଧିକ ଧନୀ ହେଲେ ୟୋ ପର୍ୟ୍ଯନ୍ତ ସେ ଅଧିକ ଧନଶାଳୀ ହେଲେ।
ଦାଉଦ ମଧ୍ଯ ମାୟୋବକକ୍ସ୍ଟ ପରାସ୍ତ କଲେ। ସେ ସମାନଙ୍କେୁ ଭୂମିରେ ପଡି ରହିବା ପାଇଁ ବାଧ୍ଯ କଲେ, ସେ ସମାନଙ୍କେୁ ଏକ ଦଉଡି ଦ୍ବାରା ଦକ୍ସ୍ଟଇ ଦଳ ରେ ବିଭକ୍ତ କଲେ। ଦକ୍ସ୍ଟଇ ଧାଡିରକ୍ସ୍ଟ ପୁରୁଷ ଲୋକମାନଙ୍କୁ ହତ୍ଯା କରାଗଲା, କିନ୍ତୁ ତୃତୀୟ ଧାଡିଟିକକ୍ସ୍ଟ ଜୀବନ୍ତ ଛାଡି ଦିଆଗଲା। ତା'ପରେ ମାୟୋବୀଯମାନେ ଦାଉଦଙ୍କର ସବେକ ହେଲ ଓ ତାକକ୍ସ୍ଟ କର ଦେଲେ।
ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମା ରେ ସୈନ୍ଯଦଳମାନଙ୍କୁ ମୃତଯନ କଲେ। ଏବଂ ଅରାମୀଯମାନେ ଦାଉଦଙ୍କର ସବେକ ହାଇଗେଲେ। ସମାନେେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡକକ୍ସ୍ଟ ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।
ଏହାପରେ ଦାଉଦ ମାୟୋବ ଦେଶକୁ ପରାସ୍ତ କଲେ। ମାୟୋବୀଯ ଲୋକମାନେ ଦାଉଦଙ୍କ ଦାସ ହେଲେ। ସମାନେେ ଦାଉଦଙ୍କୁ ରାଜଦଯେ ଅର୍ପଣ କଲେ।
ଉଷିୟ ମରୁଭୂମି ମଧିଅରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ଯ, ସେ ଅନକେ କୂପ ଖାେଳିଲେ। ପାର୍ବତ୍ଯମଯ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ଯାଞ୍ଚଳ ଓ ଉତ୍ତମ ଶସ୍ଯ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କ ରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନବୋ ନିମନ୍ତେ ସେ ଲୋକମାନଙ୍କୁ ନିୟୁକ୍ତି କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।
ଆୟୁବ 7 ,000 ମେଣ୍ଢା, 3 ,000 ଓଟ, 1 ,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।
ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।
ମାୟୋବ ମାରେ ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମାରେ ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜଯ ସକାଶେ ଜଯଧ୍ବନି କର।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି ଏବଂ ଜଯଧ୍ବନି କରିବି।
ତୁମ୍ଭମାନେେ ସେ ଦେଶର ରାଜାଙ୍କ ନିମନ୍ତେ ଏକ ଉପହାର ପଠାଅ। ତୁମ୍ଭମାନେେ ସେଲାରୁ ଏକ ମଷେଶାବକ ବିସ୍ତୃତ ପ୍ରାନ୍ତର ମଧ୍ଯ ଦଇେ ସିୟୋନ କନ୍ଯାର ପର୍ବତକୁ ପଠାଅ।