ଗି ହଜେୀ ଇଲୀଶାୟ ଓ ଶୁନମେୀୟା ସ୍ତ୍ରୀ ପହଞ୍ଚିବା ପୂର୍ବରୁ ସ୍ତ୍ରୀ ଲୋକଟିର ଘ ରେ ପହଁଞ୍ଚିଲା। ସେ ଆଶାବାଡିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶଦ୍ଦ ହେଲାନାହିଁ। ତା'ପରେ ଗି ହଜେୀ ଫରେିଆସି ଇଲୀଶାୟଙ୍କୁ ଭଟେି ଜଣାଇଲା, ବାଳକଟି ଉଠିଲା ନାହିଁ।
Cross references
ତେଣୁ ଶାଉଲ ପରମେଶଓରଙ୍କୁ ପଚାରିଲେ, ମୁ ପଲେଷ୍ଟୀୟଙ୍କ ପଛ ରେ ୟିବି କି? ତୁମ୍ଭେ ଇଶ୍ରାୟେଲମାନଙ୍କୁ ପଲେଷ୍ଟୀୟଙ୍କକ୍ସ୍ଟ ପରାସ୍ତ କରିବାକୁ ଦବେ କି? କିନ୍ତୁ ପରମେଶ୍ବର ନୀରବ ରହିଲେ।
ଯେତବେେଳେ ଶାଉଲ ସଦାପ୍ରଭୁଙ୍କୁ ପଚାରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ବପ୍ନଦ୍ବାରା କିମ୍ବା ଉରୀମ୍ ଦ୍ବାରା ନା ଭବିଷ୍ଯଦ୍ବକ୍ତାଙ୍କ ଦ୍ବାରା ମଧ୍ଯ ତାଙ୍କୁ ଉତ୍ତର କଲେ ନାହିଁ।
ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସମାନେେ ସନ୍ଧ୍ଯାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ୟ୍ଯନ୍ତ ପ୍ରକାପ କରି ଚାଲିଲେ। କିନ୍ତୁ କୌଣସି ଶଦ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କହେି ମନୋୟୋଗ କଲେ ନାହିଁ।
ଠିକ୍ ସହେିପରି, ମଣିଷ ଶାଇେପଡ଼େ ଏବଂ ଆଉ ଉେଠ ନାହିଁ। ଯେପର୍ୟ୍ଯନ୍ତ ସ୍ବର୍ଗ ଅଛି, ମୃତ ଲୋକ କବେେ ସହେି ନିଦ୍ରାରୁ ଉଠିବେ ନାହିଁ।
ହେ ମନୁଷ୍ଯ ପୁତ୍ର ; ଏହି ଲୋକମାନେ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଦଇେଅଛନ୍ତି ଏବଂ ସମାନଙ୍କେ ପାପ ସମାନଙ୍କେ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସମାନଙ୍କେୁ କାହିଁକି ମାେତେ ଅନୁସନ୍ଧାନ କରିବାକୁ ଅନୁମତି ଦବେି ?
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।
ମୁଁ ତାକୁ ତୁମ୍ଭ ଶିଷ୍ଯମାନଙ୍କ ପାଖକୁ ଆଣିଥିଲି। କିନ୍ତୁ ସମାନେେ ତାକୁ ସୁସ୍ଥ କରି ପାରିଲେ ନାହିଁ।
ଯୀଶୁ ଘର ଭିତ ରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କବଳେ ଶୋଇ ଯାଇଛି।
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କାହିଁକି ବିଶ୍ବାସ କରୁନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସହେି ପିଲାକୁ ମାେ ପାଖକୁ ନଇେଆସ।
ଯୀଶୁ ଏକଥା କହିବା ସାରିବା ପରେ, କହିଲେ, ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶାଇେଛନ୍ତି। ମୁଁ ତାହାଙ୍କୁ ଉେଠଇବା ପାଇଁ ସଠାେକୁ ଯାଉଛି।
ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଲାଜାର, ବାହାରି ଆସ।
ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :