ତା'ପରେ ଇଲୀଶାୟ ଉଠିପଡି ଗୃହ ମଧିଅରେ ଏଣେ ତଣେେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡିଲେ। ଏଥି ରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖାଲିେଲା।
Cross references
ସଦାପ୍ରଭୁ ଏଲିଯର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ବାସ ନବୋକୁ ଆରମ୍ଭ କଲା ଓ ପୁଣି ଜୀବନ ଫରେି ପାଇଲା।
ତା'ପରେ ଏଲିଯ ତାଙ୍କର ସବେକକୁ କହିଲେ, ସମୁଦ୍ର ଆଡକୁ ଅନାଅ।
ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, ୟାଅ, ୟର୍ଦ୍ଦନ ନଦୀ ରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହବେ ଓ ତୁମ୍ଭେ ଶୁଚି ହବେ।
ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସହେି ସ୍ତ୍ରୀକୁ କହିଲେ, ତୁମ୍ଭେ ଓ ତୁମ୍ଭର ପରିବାର ୟାଇ ଅନ୍ୟ ଦେଶ ରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶ ରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତବର୍ଷ ପାଇଁ ଏହି ଦେଶ ରେ ରହିବ।
ଇଲୀଶାୟ କିପରି ମୃତ ଲୋକକୁ ପୁର୍ନଃଜୀବିତ କରିଥିଲେ, ଏହା ଗି ହଜେୀ ରାଜାଙ୍କୁ କହିବା ବେଳେ, ଦେଖ! ଯେଉଁ ସ୍ତ୍ରୀର ପୁତ୍ରକୁ ଇଲୀଶାୟ ପୁର୍ନଃଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ପାଖକୁ ଆପଣା ଘର ଓ ଜମି ଫରେି ପାଇବାକୁ ଗୁହାରି ନିମନ୍ତେ ପହଞ୍ଚିଲା। ଗି ହଜେୀ କହିଲେ, ହେ ମାରେ ମହାଶୟ ମହାରାଜ! ଏ ହେଉଛି ସହେି ସ୍ତ୍ରୀ ଯାହାର ପୁତ୍ରକୁ ଇଲୀଶାୟ ପୁନଃଜୀବିତ କରିଥିଲେ।
କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।
ଯୀଶୁ କୋକଇେ ପାଖକୁ ଯାଇ ତାହା ଛୁଇଁଲେ। କୋକଇେ କାନ୍ଧଇେ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, ୟୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।
ସହେିକ୍ଷଣି ତା' ଶରୀର ଭିତରୁକ ତାର ଆତ୍ମା ଫରେି ଆସିଲା ଓ ସେ ସଙ୍ଗେ ସଙ୍ଗେ ଠିଆ ହାଇେ ପଡିଲା। ଯୀଶୁ ଆଜ୍ଞା ଦେଲେ, ତାକୁ କିଛି ଖାଇବାକୁ ଦିଅ।
ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଲାଜାର, ବାହାରି ଆସ।
ପିତର କଠାେରୀ ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, ଟାବୀଥା, ଉଠ। ସେ ଆଖି ଖାଲିେଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।