ଇଲୀଶାୟ ତାଙ୍କର ଦାସ ଗି ହଜେୀକୁ ଡାକି କହିଲେ, ଶୁନମେୀୟାକୁ ଡାକ।
Cross references
ତା'ପରେ ଏଲିଯ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସହେି ସ୍ତ୍ରୀ ଲୋକଟିକୁ କହିଲେ, ଦେଖ, ତୁମ୍ଭର ପୁତ୍ର ଜୀବିତ।
ତା'ପରେ ସେ କହିଲେ, ତାହା ଉଠାଇ ନିଅ। ତା'ପରେ ସେ ହାତ ବଢାଇ ତାହା ନଲୋ।
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସହେି ସ୍ତ୍ରୀକୁ କହିଲେ, ତୁମ୍ଭେ ଓ ତୁମ୍ଭର ପରିବାର ୟାଇ ଅନ୍ୟ ଦେଶ ରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶ ରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତବର୍ଷ ପାଇଁ ଏହି ଦେଶ ରେ ରହିବ।
ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା' ମାଆ ହାତ ରେ ଦଇେ ଦେଲେ।
ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।