Home Bibles ଦିତୀୟ ରାଜାବଳୀ 4:37 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 4:37 · ଓଡ଼ିଆ ବାଇବେଲ

ତତ୍ପରେ ଶୁନମେୀୟା ଗୃହ ମଧିଅରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡିଲେ ଓ ତା'ପରେ ପୁଅକୁ ଧରି ବାହାରକୁ ଆସିଲେ।

Cross references

ଆଦି ପୁସ୍ତକ 48:12

ଏହାପରେ ଯୋଷଫେ ପିତାଙ୍କର କୋଳରୁ ସମାନଙ୍କେୁ ନଇେ ଆପେ ଭୂମିଷ୍ଠ ପ୍ରମାଣ କଲେ।

ପ୍ରଥମ ରାଜାବଳୀ 17:24

ତହୁଁ ସ୍ତ୍ରୀ ଲୋକଟି ଏଲିଯଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ବରଙ୍କ ଲୋକ ଓ ତୁମ୍ଭ ମୁଖ ରେ ସଦାପ୍ରଭୁଙ୍କ ବାକ୍ଯ ଯେ ସତ୍ଯ ମୁଁ ଏହା ଏବେ ଜାଣିଲି।

ଦିତୀୟ ରାଜାବଳୀ 2:15

ଯେତବେେଳେ ଯିରୀହାେ ନିବାସୀ ଭବିଷ୍ଯଦ୍ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ଯରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, ଏଲିଯଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।

ଦିତୀୟ ରାଜାବଳୀ 4:27

ଅନନ୍ତର ସେ ପରମେଶ୍ବରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡିଲା। ଏଥି ରେ ଗି ହଜେୀ ତାକୁ ଟାଣିବାରୁ ପରମେଶ୍ବରଙ୍କ ଲୋକ କହିଲେ, ତାହାକୁ ଛାଡିଦିଅ। କାରଣ ତା'ର ପ୍ରାଣ ଶାେକାକୁଳ। ମାତ୍ର ସଦାପ୍ରଭୁ ମାେତେ ଜାଣାଇଲେ ନାହିଁ କ'ଣ ବାଳକ ପ୍ରତି ଘଟିଅଛି। ସେ ଏହା ମାଠାରୁେ ଗୋପନ ରଖିଲେ।

ଏବ୍ରୀ 11:35

ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।

Interlinear

Choose Theme