ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।
Cross references
ଯେତବେେଳେ ମୁଁ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରେ, ଦଶ ଜଣ ସ୍ତ୍ରୀ ଗୋଟିଏ ଚୂହ୍ଲୀ ରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦବେେ, ଆଉ ତୁମ୍ଭମାନେେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହବେ ନାହିଁ।
ସଦାପ୍ରଭୁ ତୁମ୍ଭକୁ ରୋଗ, ଜ୍ବର ଓ ଜ୍ବଳା ରେ ଦଣ୍ତିତ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କୁ ଅତ୍ଯଧିକ ଉତ୍ତାପ ଦବେେ ଯେଉଁଥି ରେ ତୁମ୍ଭମାନେେ ଉତ୍ତମ ବର୍ଷା ପାଇବ ନାହିଁ। ତୁମ୍ଭର ଫସଲ ବର୍ଷା ଅଭାବରେ ମରିୟିବ। ତୁମ୍ଭର ବିନାଶ ହବୋ ପର୍ୟ୍ଯନ୍ତ ସମସ୍ତ କକ୍ସ୍ଟକର୍ମମାନ ଘଟିବ।
ତୁମ୍ଭେ କ୍ଷେତ୍ରକକ୍ସ୍ଟ ବହକ୍ସ୍ଟତ ବିହନ ବହିନବେ ମାତ୍ର ଅଳ୍ପ ସଂଗ୍ରହ କରିବ। କାରଣ ପଙ୍ଗପାଳ ତାହା ଖାଇ ପକାଇବେ।
ସେ ପ୍ରତିବର୍ଷ ଦେଶର ଚତକ୍ସ୍ଟର୍ଦ୍ଦିଗ ୟାତ୍ରା କରନ୍ତି। ସେ ବୈଥେଲ୍, ଗିଲ୍ଗିଲ୍ ଓ ମିସଫୀ ପ୍ରଭକ୍ସ୍ଟତି ସ୍ଥାନକକ୍ସ୍ଟ ୟାତ୍ରା କଲେ। ସେ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରି ଶାସନ ଚଳାଇଲେ।
ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସମାନେେ ଭବିଷ୍ଯଦ୍ବକ୍ତା ଦଳକକ୍ସ୍ଟ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କରିବାର ଓ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି ଶାମୁୟେଲଙ୍କୁ ଠିଆ ହବୋର ଦେଖନ୍ତେ ପରମେଶ୍ବରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକକ୍ସ୍ଟ ଆସିଲେ। ତହିଁରେ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।
ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।
ଅନନ୍ତର ସଦାପ୍ରଭୁ ଏଲିଯଙ୍କୁ ଘୂର୍ଣ୍ଣିବାଯୁ ରେ ସ୍ବର୍ଗକୁ ଘନେିୟିବାକୁ ଉଦ୍ଯତ ଥିଲେ, ଏଲିଯ ଓ ଇଲୀଶାୟ ଗିଲ୍ଗଲଠାରୁ ସମାନଙ୍କେର ରାସ୍ତା ରେ ଥିଲେ।
ବୈଥଲରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନଇେଯିବେ ବୋଲି ତୁମ୍ଭେ କ'ଣ ଜାଣ ନାହିଁ?
ଭବିଷ୍ଯଦ୍ବକ୍ତାଗଣ ଦଳର ମଧ୍ଯରୁ ଜଣକର ଭାର୍ୟ୍ଯା ଇଲୀଶାୟଙ୍କ ସମ୍ମୁଖ ରେ ଆସି କ୍ରନ୍ଦନ କରି କହିଲ, ଆପଣଙ୍କର ଦାସ ୟିଏ ମାରେ ସ୍ବାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଟଙ୍କା ଏକ ମନୁଷ୍ଯଠାରୁ କରଜ କରଥିଲେ ଓ ସହେି ମହାଜନ ମାରେ ଦୁଇପୁତ୍ରଙ୍କୁ ଦାସ କରିନବୋକୁ ଆସିଅଛି।
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସହେି ସ୍ତ୍ରୀକୁ କହିଲେ, ତୁମ୍ଭେ ଓ ତୁମ୍ଭର ପରିବାର ୟାଇ ଅନ୍ୟ ଦେଶ ରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶ ରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତବର୍ଷ ପାଇଁ ଏହି ଦେଶ ରେ ରହିବ।
ସମାନେେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି ଓ ରତମେ ବୃକ୍ଷର ଚରେ ଖାଇ ବଞ୍ଚନ୍ତି।
ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।
ଅନାବୃଷ୍ଟି ବିଷଯ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।