ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।
Cross references
ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।
ଇଶ୍ରାୟେଲ ଲୋକମାନେ ମାେ ଉବ୍ଦେଶ୍ଯ ରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ଯ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦଲେୁ।
ସମାନେେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ବଫଳ ସଦାପ୍ରଭୁଙ୍କ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହବେ, ତୁମ୍ଭ ଗୃହସ୍ଥିତ ପ୍ରେତ୍ୟକକ ବିଧିସମ୍ମତ ଶୁଚି ବ୍ଯକ୍ତି ତାହା ଭୋଜନ କରିବ।
ଏହି ଦେଶ ଗହମ, ୟବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମଯ ଅଟେ। ସହେି ଦେଶ ମଧ୍ଯ ଜିତତୈଳ ଓ ମଧକ୍ସ୍ଟମଯ ଅଟେ।
ତୁମ୍ଭମାନେେ ସହେି ସ୍ଥାନକକ୍ସ୍ଟ ନିଜ ନିଜ ହାମବେଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀଯ ଉପହାର ନିଜ ନିଜ ମାନତ ଦ୍ରବ୍ଯ, ସ୍ବେଛାଦତ ନବୈେଦ୍ଯ ଓ ନିଜ ନିଜ ପଶକ୍ସ୍ଟ ପଲର ପ୍ରଥମଜାତ ସମସ୍ତଙ୍କକ୍ସ୍ଟ ଆଣିବ।
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦତ୍ତ ଆପଣା ସହେି ଦେଶ ରେ ଭୂମିରକ୍ସ୍ଟ ଫଳିଥିବା ସମସ୍ତ ଫଳ ଓ ପରିବାରକ୍ସ୍ଟ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗକ୍ସ୍ଟଡି ରେ ତାହା ନଇେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକକ୍ସ୍ଟ ତୁମ୍ଭେ ୟିବ।
ସଦାପ୍ରଭୁ ଇଶ୍ରାୟେଲ ଗୋଦଧି ଓ ଛାଗଦୁଗ୍ଧ ଦବୋ ସହିତ ମଷେ ମଦେ, ବାଶନଦେଶୀଯ ମଷେ ଓ ଛାଗର ମାଂସ ସହିତ ଉତ୍ତମ ଗହମର ଅଟା ଓ ଦ୍ରାକ୍ଷାର ରକ୍ତବର୍ଣ ରସ ଦେଲେ।
ଶାଉଲ ଗଧମାନଙ୍କୁ ଖାଜେିବ ପାଇଁ ଗଲେ। ସେ ଇଫ୍ରଯିମ ପର୍ବତ ଅଞ୍ଚଳ ଦଇେ ଗଲେ, ତା'ପରେ ଶାଲିଶା ପ୍ରଦେଶ ଦଇେ ଗଲେ। କିନ୍ତୁ ସେ ଦକ୍ସ୍ଟ ହେଁ ନିରାଶ ହେଲ। ତେଣୁ ସମାନେେ ଶାଲୀମ୍ ପ୍ରଦେଶ ଦଇେ ଗଲେ ସଠାେରକ୍ସ୍ଟ ନିରାଶ ହବୋରକ୍ସ୍ଟ ବିନ୍ଯାମୀନଙ୍କ ପ୍ରବେଶ ଦଇଗେଲେ। ସଠାେରେ ମଧ୍ଯ ନିରାଶ ହେେଲ।
ତା'ପରେ ଶାଉଲ ଗ୍ଭକରକକ୍ସ୍ଟ କହିଲେ, ଆମ୍ଭେ ନିଶ୍ଚଯ ସହରକକ୍ସ୍ଟ ୟିବା, କିନ୍ତୁ ଆମ୍ଭମାନେେ ପରମେଶଓରଙ୍କୁ କ'ଣ ଉପହାର ଦବୋ। ବର୍ତ୍ତମାନ ଏପରିକି ଆମ ଖାଦ୍ୟ ମକ୍ସ୍ଟଣାରକ୍ସ୍ଟ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ'ଣ ଦବୋ।
ତା'ପରେ ନିଜ ସଙ୍ଗ ରେ ଦଶ ରୋଟୀ, କିଛି ତିଲୁଆ ଓ ଏକ ପାତ୍ର ମଧୁ ନଇେ ତାହା ନିକଟକୁ ୟାଅ। ବାଳକର କ'ଣ ହବେ, ତାହା ସେ ତୁମ୍ଭକୁ ଜଣାଇବେ।
ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।
ଇଲୀଶାୟ କହିଲେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, 'କାଲି ପ୍ରାଯ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହବେ। ଜଣେ ବ୍ଯକ୍ତି ଶମରିଯାର ନଗର ଦ୍ବାର ରେ ଏକ ଶକେଲ ରେ ଏକ ଝୁଡିର ସୁନ୍ଦର ମଇଦା ଓ ସହେି ମୂଲ୍ଯ ରେ ଦୁଇ ଝୁଡି ୟବ କିଣିବ।'
ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀଯମାନଙ୍କ ଛାଉଣୀ ରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥି ରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଏକ ଝୁଡି ସରୁ ମଇଦା ଏକ ଶକେଲ ରେ ଓ ଦୁଇ ଝୁଡି ୟବ ଏକ ଶକେଲ ରେ ବିକ୍ରି କରାଗଲା।
ଇଶ୍ରାୟେଲର ସମସ୍ତ ଯାଜକ ଓ ଲବେୀୟଗଣ ରିହବିଯାମ୍ ସହ ଏକମତ ହେଲେ ଓ ତାଙ୍କ ସହିତ ୟୋଗ ଦେଲେ।
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ସମାନଙ୍କେର ୟିବା ଦରକାର ନାହିଁ। ତୁମ୍ଭେ ସମାନଙ୍କେୁ କିଛି ଖାଇବାକୁ ଦିଅ।
ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଡାକି କହିଲେ, ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସମାନେେ ସୋ ସାଙ୍ଗ ରେ ତିନି ଦିନ ହେଲା ରହିଲଣେି। କିନ୍ତୁ ଏବେ ସମାନଙ୍କେର ଖାଇବାକୁ କିଛି ନାହିଁ। ସମାନେେ ଏଠାରୁ ଭୋକିଲା ଚାଲିୟିବାଟା ମୁଁ ଆଦୌ ଚାହୁଁନି। ସେସାନେ ଘରକୁ ଗଲା ବେଳେ ମୂର୍ଚ୍ଛା ହାଇେ ଯାଇ ପାରନ୍ତି।
ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।
ତେଣୁ ଶିଷ୍ଯମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କବଳେ ମାତ୍ର ପାନ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ଯମାନେ ବଳକା ଖାଦ୍ୟକୁ ବାରଟି ଟୋକାଇ ରେ ଭର୍ତ୍ତି କଲେ।
ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ? ଏହା ଆମ୍ଭର ପ୍ରାପ୍ଯ।
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।