Home Bibles ଦିତୀୟ ରାଜାବଳୀ 4:43 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 4:43 · ଓଡ଼ିଆ ବାଇବେଲ

ତହୁଁ ଇଲୀଶାୟଙ୍କ ସବେକ କହିଲା, ଏଠା ରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦବେି?

Cross references

ଗଣନା ପୁସ୍ତକ 11:13

ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦବୋ ପାଇଁ କେଉଁଠା ରେ ପାଇବି? କାରଣ ସମାନେେ ମାେ ନିକଟରେ କାନ୍ଦି କହୁଛନ୍ତି, ସମାନେେ ପାଟି କରନ୍ତି, 'ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।'

ଗଣନା ପୁସ୍ତକ 11:23

ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, କ'ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭମାନେେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ଯ ତୁମ୍ଭ ପ୍ରତି ସତ ହବେ।

ମାଥିଉଲିଖିତ ସୁସମାଚାର 14:16

କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ସମାନଙ୍କେର ୟିବା ଦରକାର ନାହିଁ। ତୁମ୍ଭେ ସମାନଙ୍କେୁ କିଛି ଖାଇବାକୁ ଦିଅ।

ମାଥିଉଲିଖିତ ସୁସମାଚାର 14:20

ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।

ମାଥିଉଲିଖିତ ସୁସମାଚାର 15:33

ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।

ମାଥିଉଲିଖିତ ସୁସମାଚାର 15:37

ସମସ୍ତେ ଖାଇଲେ ଓ ସନ୍ତଷେ ଲାଭ କଲେ। ତା'ପରେ ଶିଷ୍ଯମାନେ ବଳକା ଖାଦ୍ୟକୁ ସାତଟି ଟୋକଇେ ରେ ଭର୍ତ୍ତି କଲେ।

ମାଥିଉଲିଖିତ ସୁସମାଚାର 16:8

ସମାନେେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, ତୁମ୍ଭେ ରୋଟୀ ନଥିବା କଥା କାହିଁକି ତୁମ୍ଭ ଭିତ ରେ କୁହାକୁହି ହେଉଛ? ତୁମ୍ଭର ବିଶ୍ବାସ ଅଳ୍ପ।

ମାର୍କଲିଖିତ ସୁସମାଚାର 6:37

ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।

ମାର୍କଲିଖିତ ସୁସମାଚାର 6:42

ସମସ୍ତେ ପୁରା ପଟେ ଖାଇ ତୃପ୍ତ ହେଲେ।

ମାର୍କଲିଖିତ ସୁସମାଚାର 8:4

ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭମାନେେ ଏ ଜନହୀନ ଅଂଚଳ ରେ ଏମାନଙ୍କୁ ଖୁଆଇବା ପାଇଁ ୟଥେଷ୍ଟ ଖାଦ୍ୟ କୁଆଡୁ ପାଇ ପାରିବୁ?

ମାର୍କଲିଖିତ ସୁସମାଚାର 8:20

ଆଉ ମୁଁ ଯେତବେେଳେ ଚାରିହଜାର ଲୋକଙ୍କ ପାଇଁ ସାତଟି ରୋଟୀ ଖଣ୍ଡ ଖଣ୍ଡ କରି ଦଇେଥିଲି, ମନେ ପକଇେଲ, ତୁମ୍ଭମାନେେ କତେୋଟି ଟୋକଇେ ରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?

ଲୂକଲିଖିତ ସୁସମାଚାର 9:13

କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।

ଲୂକଲିଖିତ ସୁସମାଚାର 9:17

ସବୁ ଲୋକ ଖାଇଲେ ଓ ତୃପ୍ତ ହାଇଗେଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ଯମାନେ ବାରଟି ଟୋକଇେ ରେ ଭର୍ତ୍ତିକଲେ।

ଯୋହନଲିଖିତ ସୁସମାଚାର 6:9

ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।

ଯୋହନଲିଖିତ ସୁସମାଚାର 6:11

ଯୀଶୁ ରୋଟୀ ନଇେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ଯ ସହେିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।

Interlinear

Choose Theme