ସ୍ତ୍ରୀ ଲୋକଟି ଦିନେ ତା'ର ସ୍ବାମୀକୁ କହିଲେ, ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟକୁ ଦଇେ ସର୍ବଦା ୟାତାଯାତ କରୁଛି, ସେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି।
Cross references
ମାଶାେ ଏହି ଆଶୀର୍ବାଦମାନ ଦଇେଥିଲେ, ଯେ କି ପରମେଶ୍ବରଙ୍କର ଲୋକ ଇଶ୍ରାୟେଲକକ୍ସ୍ଟ ମଲା ପୂର୍ବରକ୍ସ୍ଟ ଦଇେଥିଲେ।
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?
ତହୁଁ ସ୍ତ୍ରୀ ଲୋକଟି ଏଲିଯଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ବରଙ୍କ ଲୋକ ଓ ତୁମ୍ଭ ମୁଖ ରେ ସଦାପ୍ରଭୁଙ୍କ ବାକ୍ଯ ଯେ ସତ୍ଯ ମୁଁ ଏହା ଏବେ ଜାଣିଲି।
ତା'ପରେ ସ୍ତ୍ରୀ ଲୋକଟି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, ଏବେ ୟାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶାଧେ କର ଓ ଅବଶିଷ୍ଟ ଅର୍ଥ ରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।
ଏହା ଅତ୍ଯନ୍ତ କଷ୍ଟ ଏକ ଗୁଣବତୀ ସ୍ତ୍ରୀ ପାଇବା ତା'ର ମୂଲ୍ଯ ମୁକ୍ତାଠାରୁ ଅଧିକ ମୂଲ୍ଯବାନ ଅଟେ।
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।
କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।
ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।
କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।