ଇଲୀଶାୟ କହିଲେ, ଭୟ କରନାହିଁ, କାରଣ ଯୋଦ୍ଧା ଆମ୍ଭ ପାଇଁ ୟିଏ ୟୁଦ୍ଧ କରୁଛନ୍ତି, ସମାନଙ୍କେଠାରୁ ଅଧିକ।
Cross references
କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।
ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସେ ସମସ୍ତ ୈସନ୍ଯମାନଙ୍କୁ ଭୟ କରନାହିଁ। ସମାନଙ୍କେୁ ପରାସ୍ତ କରିବା ପାଇଁ ମୁ ତୁମ୍ଭକୁ ସହାୟ ହବେି। ଆସନ୍ତା କାଲି ଏହି ସମୟରେ ତୁମ୍ଭମାନେେ ସମାନଙ୍କେୁ ହତ୍ଯା କରିବ। ତୁମ୍ଭମାନେେ ସମାନଙ୍କେର ଘୋଡାମାନଙ୍କୁ େଛାଟା କରି ଦବେ ଓ ରଥଗୁଡିକୁ ପୋଡି଼ ଦବେ।
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି।
ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।
ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?
ୟଦି ସମସ୍ତ ସନୋବାହିନୀ ମାରେ ଚାରି ଦିଗରୁ ମାେତେ ଘରେି ୟାଆନ୍ତି, ତବେେ ମୁଁ ଭୟ କରିବି ନାହିଁ। ୟଦି ମାେତେ ଲୋକମାନେ ୟୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହବେି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
ସେ ୟୁଦ୍ଧରେ ମାରେ ଜୀବନ ରକ୍ଷା କରିଛନ୍ତି। ଯେତବେେଳେ ବହୁତ ଲୋକ ମାେ ବିରୁଦ୍ଧରେ ଥିଲେ।
ଶତ୍ରୁଗଣ ବାରମ୍ବାର ମାେତେ ଘରେି ରହୁଛନ୍ତି। ମୁଁ ସମାନଙ୍କେୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।
ପ୍ରେତ୍ୟକକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧ ରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ବାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।'
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ମାତ୍ର ସଦାପ୍ରଭୁ କହନ୍ତି, ସଦେିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା।' 'ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସମାନଙ୍କେ ହସ୍ତ ରେ ତୁମ୍ଭେ ସମର୍ପିତ ହବେ ନାହିଁ।
ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।
କିନ୍ତୁ ୟୁବକ ଜଣକ କହିଲେ, ଭୟ କର ନାହିଁ। ତୁମ୍ଭମାନେେ କୃଶବିଦ୍ଧ ନାଜରିତର ଯୀଶୁଙ୍କୁ ଖାଜେୁଛ। ସେ ମୃତ୍ଯୁରୁ ପୁନରୁତ୍ଥିତ ହାଇେଛନ୍ତି। ସେ ଏଠା ରେ ନାହାନ୍ତି। ଦେଖ, ସମାନେେ ତାହାଙ୍କୁ ଏହି ସ୍ଥାନ ରେ ରଖିଥିଲେ।
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।