ଥରେ ଇଶ୍ରାୟେଲର ରାଜା ନଗରର ଚତୁପାଶର୍ବ ପ୍ରାଚୀର ଉପରେ ଗ୍ଭଲିଲା ବେଳେ ଜଣେ ସ୍ତ୍ରୀଲୋକ ଚିତ୍କାର କରି କହିଲା, ହେ ମାରେ ପ୍ରଭୁ, ମହାରାଜ! ବିନଯ କରୁଛି ମାେତେ ସାହାୟ୍ଯ କରନ୍ତୁ।
Cross references
ଦୁର୍ଭିକ୍ଷ ଆରମ୍ଭ ରେ ଲୋକମାନେ ଖାଦ୍ୟ ପାଇଁ ଫାରୋଙ୍କୁ ଭିକ୍ଷା ମାଗିଲେ। ଫାରୋ ଉତ୍ତର ଦେଲେ, ଯୋଷଫଙ୍କେ ପାଖକୁ ୟାଅ ଆଉ ଯାହା ସେ କରିବାକୁ କହନ୍ତି କର।
ତହକ୍ସ୍ଟଁ ତକୋଯର ସହେି ସ୍ତ୍ରୀ ଜଣକ ରାଜାଙ୍କକ୍ସ୍ଟ କଥା କହିବା ବେଳେ ଭୂମିରେ ମକ୍ସ୍ଟଣ୍ତମାଡି ପ୍ରମାଣ କରି କହିଲା, ମହାରାଜ, ରକ୍ଷା କରନ୍ତକ୍ସ୍ଟ।
ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।
ସହେି ନଗର ରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା'ର ସ୍ବାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଚାରପତିଙ୍କୁ କହୁଥିଲା, ' ଗୋଟିଏ ଲୋକ ମାେ ପ୍ରତି ଅନ୍ଯାୟ କରୁଛି। ତୁମ୍ଭେ ମାେତେ ମାେ ନ୍ଯାୟ ଅଧିକାର ଦିଅ।'
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।