ମାତ୍ର ଜଣେ କଡିକାଠ କାଟୁ କାଟୁ କୁରାଢିଟିର ଲୁହା ବେଣ୍ଟରୁ ଖସି ପାଣି ରେ ପଡିଗଲା। ଲୋକଟି ସଙ୍ଗେ ସଙ୍ଗେ ଚିତ୍କାର କରି କହିଲା, ହାୟ, ମାରେପ୍ରଭୁ, ମୁଁ କୁରାଢିକୁ ମାଗି ଆଣିଥିଲି।
Cross references
କୌଣସି ଲୋକ ଯଦି ତା'ର ପଡ଼ୋଶୀଠାରୁ କିଛି ଧାର ଆଣିଥାଏ ତବେେ ସେ ସହେି ଜିନିଷ ପାଇଁ ଦାଯୀ ରହିବ। ଯଦି ଗୋଟିଏ ପଶୁ ଆଘାତ ପାଏ ଯଦି ଏ ପଶୁ ମରିୟାଏ, ତବେେ ତା'ର ପଡ଼ୋଶୀକୁ ତା'ର ପଶୁ ମୁନିବକୁ ତା'ର ମୂଲ୍ଯ ଦବୋକୁ ପଡିବ। ଏଥିପାଇଁ ତା'ର ପଡ଼ୋଶୀ ସଂପୂର୍ଣ୍ଣ ରୂପେ ଦାଯୀ ରହିବ। କାରଣ ତା'ର ମୁନିବ ସଠାେରେ ନଥାଏ।
ଶଷେ ରେ ଇଶ୍ରାୟେଲର ରାଜା ଯିହାରୋମ୍ କହିଲେ, ହାୟ, ସଦାପ୍ରଭୁ ମାୟୋବ ହସ୍ତ ରେ ସମର୍ପଣ କରିବାକୁ ଆମ୍ଭ ତିନିଜଣଙ୍କୁ ଏକତ୍ର ଡାକିଛନ୍ତି।
ତା'ପରେ ସ୍ତ୍ରୀ ଲୋକଟି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, ଏବେ ୟାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶାଧେ କର ଓ ଅବଶିଷ୍ଟ ଅର୍ଥ ରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।
ଇଲୀଶାୟର ଦାସ ପ୍ରତ୍ଯୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗ ରେ ଅଶ୍ବାରୋହୀ ଓ ରଥା ରୋହୀମାନଙ୍କୁ ବେଢି ରହିଥିବାର ଦେଖିଲା।
ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
କୁରାଢ଼ି ଦନ୍ଥଡ଼ା ହେଲେ, ଯଦି ତା'ର ଦାଢ଼ ନ ପଜାଏ, ତବେେ ତାହାପ ରେ ଅଧିକ ବଳ ପ୍ରଯୋଗ କରିବାକୁ ହୁଏ। କିନ୍ତୁ ଜ୍ଞାନ ଜିନିଷକୁ ସହଜ ସାଧ୍ଯ କରିଦିଏ।
ସଦାପ୍ରଭୁ ତାଙ୍କର କୁଠାର ସାହାୟ୍ଯ ରେ ଅରଣ୍ଯକୁ କାଟି ପକାଇବେ। ଲିବାନୋନର ମହାନ୍ ବୃକ୍ଷର ପତନ ଘଟିବ।
ସହେି ରାଜାମାନେ ଯେତବେେଳେ ତାହାର ୟନ୍ତ୍ରଣା ଦେଖିବେ, ସେତବେେଳେ ସମାନେେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂର ରେ ରହିବେ। ସମାନେେ କହିବେ :
ସମାନେେ କହିବେ :
ସମାନେେ ନିଜନିଜ ମସ୍ତକ ଉପରେ ଧୂଳି ଫିଙ୍ଗିଲେ। ସମାନେେ କାନ୍ଦିଲେ ଓ ବହୁତ ଦୁଃଖିତ ହେଲେ। ସମାନେେ ଉଚ୍ଚ ସ୍ବର ରେ କହିଲେ :