Home Bibles ଦିତୀୟ ରାଜାବଳୀ 7:15 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 7:15 · ଓଡ଼ିଆ ବାଇବେଲ

ଅରାମୀଯ ସୈନ୍ଯମାନେ ୟାଇଥିବା ପଥରେ ସମାନେେ ୟର୍ଦ୍ଦନ ନଦୀ ପର୍ୟ୍ଯନ୍ତ ଗଲେ। ସମଗ୍ର ପଥଟି ଅରାମୀଯମାନଙ୍କର ଦ୍ରୁତ ପଳାଯନ ରେ ଛାଡି ୟାଇଥିବା ବସ୍ତ୍ର ଓ ଅସ୍ତ୍ର ଆଦି ପାତ୍ରମାନଙ୍କ ରେ ପୂର୍ଣ୍ଣ ଥିଲା। ସମାନେେ ଫରେିଆସି ରାଜାଙ୍କୁ ଏହା ଜଣାଇଲେ।

Cross references

ଏଷ୍ଟର ବିବରଣ 1:7

ସମାନେେ ନାନାପ୍ରକାର ସୁବର୍ଣ୍ଣପାତ୍ର ରେ ପାନଦ୍ରବ୍ଯ ଓ ରାଜାର ବଦାନ୍ଯତାନୁସା ରେ ପ୍ରଚୁର ରାଜକୀଯ ଦ୍ରାକ୍ଷାରସ ଦେଲେ।

ଆୟୁବ ପୁସ୍ତକ 2:4

ଶଯତାନ ଉତ୍ତର ଦଲୋ, ଚର୍ମ ଚର୍ମ ପାଇଁ ! ଜଣେ ମନୁଷ୍ଯ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦଇେ ଦବେ।

ଉପଦେଶକ 3:6

ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।

ଯିଶାଇୟ 2:20

ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।

ଯିଶାଇୟ 10:3

ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।

ଯିଶାଇୟ 22:24

ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପ ରେ ଟଙ୍ଗାଇବେ। ସମସ୍ତ ବଯସ୍କ ଓ େଛାଟ ପିଲାମାନେ ତା'ଉପ ରେ ନିର୍ଭର କରିବେ। ସହେି ଲୋକମାନେ ପାନପାତ୍ର ଅବଧି କଳଶ ପର୍ୟ୍ଯନ୍ତ ପ୍ରେତ୍ୟକକ କ୍ଷୁଦ୍ର ପାତ୍ର ତାହା ଉପ ରେ ଟଙ୍ଗାଇବେ।

ଯିଶାଇୟ 31:7

କାରଣ ତୁମ୍ଭମାନେେ ପ୍ରେତ୍ୟକକ ସ୍ବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ପ୍ରତିମାଗୁଡ଼ିକୁ ପୂଜା କରି ପାପ କରିଛ। ତେଣୁ ସଗେୁଡ଼ିକୁ ତୁମ୍ଭମାନେେ ପକାଇ ଦବେ।

ଯିହିଜିକଲ 18:31

ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ମାଥିଉଲିଖିତ ସୁସମାଚାର 16:26

ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

ମାଥିଉଲିଖିତ ସୁସମାଚାର 24:16

ସେତବେେଳେ ୟିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳଇୟିବୋ ଉଚିତ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:7

ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।

ଏବ୍ରୀ 12:1

ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।

Interlinear

Choose Theme