ଇଲୀଶାୟ ରାଜାଙ୍କୁ କହିଥିଲେ, କାଲି ପ୍ରାଯ ଏହି ସମୟରେ ଶମରିଯାର ନଗର ଦ୍ବାର ରେ ଜଣେ ଲୋକ ଏକ ଝୁଡି ମଇଦା ଏକ ଶକେଲ ରେ ଓ ଦୁଇ ଝୁଡି ୟବ ଏକ ଶକେଲ ରେ ବିକ୍ରି କରିବ।
Cross references
ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।
ରାଜା ଗୋଟିଏ ଦୂତ ଇଲିଶାଯଙ୍କ ନିକଟକୁ ପଠାଇଲେ। ଇଲୀଶାୟ େସତବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘ ରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସହେି ପ୍ରାଚୀନବର୍ଗଙ୍କୁ କହିଲେ, ଏଠାକୁ ଦେଖ, ଏହି ନରହତ୍ଯାକାରୀର ପୁତ୍ର ମାରେ ମୁଣ୍ତ ଛଦନେ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ବାର ବନ୍ଦ କର ଓ ତାକୁ ଗୃହ ରେ ପ୍ରବେଶ ନ କରାଇ ଦବୋପାଇଁ ଦ୍ବାରକୁ ଦୃଢ ଭାବରେ ଧର। ମୁଁ ଶୁଣେ ତା' ପ୍ରଭୁର ପଦଶଦ୍ଦ ତା'ର ପଛ ରେ?
ଇଲୀଶାୟ କହିଲେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, 'କାଲି ପ୍ରାଯ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହବେ। ଜଣେ ବ୍ଯକ୍ତି ଶମରିଯାର ନଗର ଦ୍ବାର ରେ ଏକ ଶକେଲ ରେ ଏକ ଝୁଡିର ସୁନ୍ଦର ମଇଦା ଓ ସହେି ମୂଲ୍ଯ ରେ ଦୁଇ ଝୁଡି ୟବ କିଣିବ।'
ଆମ୍ଲଭ ଆମ୍ଭ ଦାସର ବାକ୍ଯ ତୁଚ୍ଛ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ଯ ଉତ୍ତମସବାଲି ଆମ୍ଲଭସଦଖାଇ ଦଲଉ।