ତେଣୁ ଇଦୋମୀଯ ଲୋକମାନେ ଯିହୁଦା ବିରୁଦ୍ଧ ରେ ବିଦ୍ରୋହ କଲେ। ସମାନେେ ଆଜି ପର୍ୟ୍ଯନ୍ତ ଯିହୁଦାର ରାଜତ୍ବରୁ ମୁକ୍ତ ଅଛନ୍ତି।
Cross references
ତୁମ୍ଭେ ଖଡ୍ଗଜୀବି ଓ ଆପଣା ଭ୍ରାତାର ଦାସ ହବେ। କିନ୍ତୁ ତୁମ୍ଭେ ଯେତବେେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦବେ, ତବେେ ତୁମ୍ଭେ ମୁକ୍ତି ପାଇବ।
ତେଣୁ ସମାନେେ ହାରୋଣଙ୍କର ଭବିଷ୍ଯଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସମାନେେ ମଧ୍ଯ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲିବ୍ନା ସହର ଦେଲେ।
ଅନନ୍ତର ଅଶୂରୀଯ ରାଜା ଲାଖୀଶକୁ ପ୍ରସ୍ଥାନ କରିଛି ବୋଲି ରବଶାକି ଶୁଣି ଫରେିଗଲା ଓ ଲିବନା ବିରୁଦ୍ଧ ରେ ତାକୁ ୟୁଦ୍ଧ କରୁଥିବାର ଦେଖିଲା।
ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ଇଦୋମ ଯିହୁଦାର ବିରୋଧୀ ବିଦ୍ରୋହୀ ହାଇେ ରହିଅଛି। ଲିବ୍ନା ସହରର ଲୋକମାନେ ମଧ୍ଯ ଯିହାରୋମ୍ଙ୍କ ବିରୁଦ୍ଧ ରେ ଉଠିଲେ। ଯିହାରୋମ୍ ସଦାପ୍ରଭୁ ପରମେଶ୍ବରଙ୍କୁ ତ୍ଯାଗ କରିଥିବାରୁ ଏହିପରି ଘଟିଲା। ସେ ଯିହାରୋମ୍ଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ବର ଅଟନ୍ତି।
ଇଦୋମୀଯମାନେ ଲୋକମାନଙ୍କୁ ଧରିଲେ ଓ ସମାନଙ୍କେୁ ବନ୍ଦୀ କରି ନଇଗେଲେ। ତେଣୁ ରାଜା ଆହସ୍, ଅଶୂରୀଯ ରାଜାଙ୍କୁ ସାହାୟ୍ଯ ମାଗିଲେ।