Cross references
ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।
ତହୁଁ ଆହାବ୍ କହିଲେ, କାହାଦ୍ବାରା ପରାଜିତ କରାଇବେ?
ଶମରିଯା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ୟିଷ୍ରିଯଲେୀଯ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।
ଯେତବେେଳେ ଈଷବଲେ ନାବୋତର ମୃତ୍ଯୁ ସମ୍ବାଦ ଶୁଣିଲେ, ସେ ଆହାବ୍ଙ୍କୁ କହିଲେ, ୟିଷ୍ରିଯଲେୀଯ ନାବୋତ ଯେ କି ରେ ୗପ୍ୟ ମୁଦ୍ରା ଦଇେ ଦ୍ରାକ୍ଷାକ୍ଷେତ୍ର ଦବୋକୁ ନାସ୍ତି କରିଥିଲା ସେ ବର୍ତ୍ତମାନ ମୃତ। ଏଣିକି ତୁମ୍ଭେ ତା'ର ଦ୍ରାକ୍ଷାକ୍ଷେତ୍ର ଅଧିକାର କର।
ତେଣୁ ଆହାବ୍ ଦ୍ରାକ୍ଷାକ୍ଷେତ୍ରକୁ ଗଲେ ଓ ସେ କ୍ଷତକେୁ ଅଧିକାର କଲେ।
ଯହେୂ ତାଙ୍କର ସାରଥି ବିଦ୍କରକୁ କହିଲେ, ତାକୁ ଉଠାଇ ନଇେ ୟିଷ୍ରିଯଲେୀଯ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକା ରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।
ଅହସିଯ ୟୋରାମ୍ଙ୍କୁ ସାକ୍ଷାତ କରିବାକୁ ୟାଇଥିଲେ। ସହେି ସମୟରେ ହିଁ ପରମେଶ୍ବର ତାଙ୍କ ପ୍ରତି ମୃତ୍ଯୁ ଘଟାଇଲେ। ଅହସିଯ ୟାଇ ପହନ୍ଚିଲେ ଓ ୟୋରମ୍ଙ୍କ ସହିତ ଯହେୂଙ୍କୁ ଭଟେିବା ନିମନ୍ତେ ଗଲେ। ଯହେୂଙ୍କ ପିତାଙ୍କର ନାମ ଥିଲା ନିମଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯହେୂଙ୍କୁ ମନୋନୀତ କରିଥିଲେ।
ହେ ଲାଖୀଶର ନିବାସୀଗଣ, ଦ୍ରୁତଗାମୀ ଅଶ୍ବକୁ ନଇେ ରଥରେ ବାନ୍ଧି। ସିଯୋନର ପାପ ଲାଖୀଶ ରେ ଆରମ୍ଭ ହେଲା, କାରଣ ତୁମ୍ଭମାନେେ ଇଶ୍ରାୟେଲର ପାପକୁ ଅନୁସରଣ କଲ।