Home Bibles ☰ Books ଦିତୀୟ ରାଜାବଳୀ 9:35 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 9:35 · ଓଡ଼ିଆ ବାଇବେଲ

ଲୋକମାନେ ଇଷବଲକେୁ କବର ଦବୋକୁ ଗଲେ। ମାତ୍ର ସମାନେେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡା କିଛି ପାଇଲେ ନାହିଁ।

Cross references

ଆୟୁବ ପୁସ୍ତକ 31:3

ପରମେଶ୍ବର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସମାନଙ୍କେ ପ୍ରତି ପରମେଶ୍ବର ବିପତ୍ତି ସୃଷ୍ଟି କରନ୍ତି।

ଉପଦେଶକ 6:3

ଜଣେ ଲୋକ ଏକ ଦୀର୍ଘ ଜୀବନୟାପନ କଲେ। ଏବଂ ସେ ଶ ହେ ସନ୍ତାନ ଜନ୍ମ ଦଇପୋ ରେ। କିନ୍ତୁ ଯଦି ସେ ସମାନଙ୍କେ ଉପ ରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ଯୁ ପ ରେ ତାକୁ କହେି ସ୍ମରଣ ନ କରେ, ତା ହେଲେ ସହେି ଲୋକ ଅପେକ୍ଷା ଜନ୍ମ ହବୋ ସମୟରେ ମୃତ୍ଯୁବରଣ କରିଥିବା ସହେି ଶିଶୁଟି ଉତ୍ତମ ଅଟେ।

ଯିଶାଇୟ 14:18

ପୃଥିବୀର ସମସ୍ତ ରାଜନ୍ଯବର୍ଗ ମୃତ୍ଯୁପ ରେ ସମ୍ମାନ ଓ ଗୌରବ ସହ ନିଜ ନିଜ ସମାଧି ରେ ବିଶ୍ରାମ ନେଲେ।

ଯିଶାଇୟ 14:20

ଅନକେ ରାଜା ମୃତ୍ଯୁବରଣ କରିଛନ୍ତି ଓ ନିଜ ନିଜ କବର ରେ ସମାଧିସ୍ଥ ହାଇେଛନ୍ତି। ତୁମ୍ଭେ ସମାନଙ୍କେ ପରି କବରସ୍ଥ ହବେ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ବଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ଯା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ବଂସ ପଥ ଅନୁସରଣ କରିବେ ନାହିଁ। ସମାନେେ ସହେି କୁକାର୍ୟ୍ଯରୁ ନିବୃତ୍ତ ହବେେ।

ଯିରିମିୟ 22:19

ତାହାର କବର ଗଧର କବର ତୁଲ୍ଯ ହବେ, ସେ ଘୋଷଡ଼ା ୟାଇ ୟିରୁଶାଲମର ଦ୍ବାର ବାହା ରେ ପକାୟିବ।

ଯିରିମିୟ 36:30

ଏଣୁ ଯିହୁଦାର ରାଜା ଯିହାୟୋଦାରକୀମ୍ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନ ରେ ବସିବା ପାଇଁ ତାହାର କହେି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରା ରେ ଓ ରାତ୍ରି ବଳୋ କାକର ରେ ପକାୟିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:23

େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

Interlinear

Choose Theme