Home Bibles ପିତରଙ୍କ ଦିତୀୟ ପତ୍ର 2:11 · ଓଡ଼ିଆ ବାଇବେଲ
ପିତରଙ୍କ ଦିତୀୟ ପତ୍ର 2:11 · ଓଡ଼ିଆ ବାଇବେଲ

ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନା ରେ ସ୍ବର୍ଗଦୂତମାନେ ଅତ୍ଯଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସମାନେେ କବେେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ଯସ୍ତ କରନ୍ତି ନାହିଁ ବା ସମାନଙ୍କେ ବିରୁଦ୍ଧ ରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।

Cross references

ଗୀତସଂହିତା 103:20

ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।

ଗୀତସଂହିତା 104:4

ହେ ପରମେଶ୍ବର, ତୁମ୍ଭେ ଆପଣା ଦୂତମାନଙ୍କୁ ବାଯୁ ପରି କର ଓ ତୁମ୍ଭର ସବେକମାନଙ୍କୁ ଅଗ୍ନି ସଦୃଶ କର।

ଦାନିଏଲ 6:22

ମାରେ ପରମେଶ୍ବର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସମାନେେ ମାରେ କ୍ଷତି କରି ନାହାଁନ୍ତି। କାରଣ ମାରେପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରିନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:7

ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।

ଯିହୂଦାଙ୍କ ପତ୍ର 1:9

ପ୍ରଧାନ ସ୍ବର୍ଗଦୂତ ମୀଖାଯଲେ ମଧ୍ଯ ଏହା କରି ନ ଥିଲେ। ସେ ମାଶାଙ୍କେ ଶରୀର ନବୋ ବିଷୟ ରେ ଶୟତାନ ସହିତ ୟୁକ୍ତି କରିଥିଲେ। କିନ୍ତୁ ମୀଖାଯଲେ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।

Interlinear

Choose Theme