Home Bibles ☰ Books ପିତରଙ୍କ ଦିତୀୟ ପତ୍ର 2:12 · ଓଡ଼ିଆ ବାଇବେଲ
ପିତରଙ୍କ ଦିତୀୟ ପତ୍ର 2:12 · ଓଡ଼ିଆ ବାଇବେଲ

କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟଗୁଡ଼ିକ ସମ୍ବନ୍ଧ ରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ଯ ପଶୁମାନଙ୍କ ପରି ଧରାଯାଇ ମରା ୟିବା ନିମନ୍ତେ ଜନ୍ମ ହାଇେଛନ୍ତି। ସହେି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ଯ ନଷ୍ଟ ହବେେ।

Cross references

ଗୀତସଂହିତା 49:10

ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।

ଗୀତସଂହିତା 92:6

ପଶୁବତ୍ ଲୋକମାନେ ଏହାକୁ ଜାଣି ନାହାଁନ୍ତି, କିଅବା ନିର୍ ବୋଧମାନେ ବୁଝନ୍ତି ନାହିଁ।

ଗୀତସଂହିତା 94:8

ହେ ପଶୁବତ୍ ଲୋକମାନେ, ତୁମ୍ଭେ କବେେ ବୁଦ୍ଧି ପାଇବ ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟାକର ଏବଂ ବୁଝ।

ହିତୋପଦେଶ 14:32

ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।

ଯିରିମିୟ 4:22

ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।

ଯିରିମିୟ 5:4

ତେଣୁ ମୁଁ ନିଜକୁ କହିଲି, ନିଶ୍ଚଯ ସମାନେେ ଦରିଦ୍ର, ଏବଂ ନିର୍ ବୋଧ, କାରଣ ସମାନେେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।

ଯିରିମିୟ 10:8

ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।

ଯିରିମିୟ 10:21

କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହାଇେଅଛନ୍ତି, ସମାନେେ, ସଦାପ୍ରଭୁ କ'ଣ ଚାହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସମାନେେ ଉନ୍ନତି କରୁ ନାହାଁନ୍ତି ଏବଂ ସମାନଙ୍କେର ପିଲାସବୁ ଚ୍ଛିନ୍ନଭିନ୍ନ ହାଇେଅଛନ୍ତି।

ଯିରିମିୟ 12:3

ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମାେତେ ଜାଣୁଅଛ। ତୁମ୍ଭେ ମାେତେ ଦେଖୁଅଛ ଓ ମାରେ ହୃଦଯ ପରୀକ୍ଷା କରି ମାରେ ମନ କିପରି, ଜାଣୁଅଛ। ସହେି ମନ୍ଦ ଲୋକମାନଙ୍କୁ ହତ୍ଯା ନିମନ୍ତେ ମଷଗେଣ ତୁଲ୍ଯ ଟାଣି ନିଅ ଓ ହତ୍ଯା ଦିନ ରେ ସମାନଙ୍କେୁ ହତ୍ଯା ପାଇଁ ପ୍ରସ୍ତୁତ ରଖ।

ଯିହିଜିକଲ 21:31

ଆଉ ମୁଁ ତୁମ୍ଭ ଉପ ରେ ଆପଣା କୋରଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପ ରେ ଆପଣା କୋରଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତ ରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବା ରେ ପାରଙ୍ଗମ।

ଯୋହନଲିଖିତ ସୁସମାଚାର 8:21

ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭକୁ ଛାଡି ଚାଲିୟିବି। ତୁମ୍ଭେ ମାେତେ ଖାଜେିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସଠାେକୁ ଯାଇପାରିବ ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 6:8

ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।

ପିତରଙ୍କ ଦିତୀୟ ପତ୍ର 1:4

ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।

Interlinear

Choose Theme