ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।
Cross references
ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।
ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।
ସେତବେେଳେ ପୃଥିବୀ ସମାନଙ୍କେୁ ଓ କୋରହକୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହାପରେ ସମାନେେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କତେ ଚିହ୍ନ ସ୍ବରୂପ ଥିଲା।
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।
ବାବିଲୋନୀଯମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ଯ ସବୁ ରାଜ୍ଯମାନଙ୍କ ମଧିଅରେ ଅଧିକ ସୌନ୍ଦର୍ୟ୍ଯଶାଳୀ।
ସଦାପ୍ରଭୁ କହନ୍ତି, ପରମେଶ୍ବର ସଦୋମ, ହ ମାରୋ ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ବଂସ କରିଥିଲେ, ସହେିପରି ବାବିଲ ଧ୍ବଂସ ପାଇବ। ସଠାେ ରେ କହେି ଲୋକ ବାସ କରିବେ ନାହିଁ କି ମନୁଷ୍ଯପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।
ପରମେଶ୍ବର କହନ୍ତି, ତୁମ୍ଭର ଭଉଣୀ ସଦୋମ ଓ ତାହାର ଭଉଣୀମାନେ ସମାନଙ୍କେର ଅହଂକାର ପାଇଁ ଦୋଷୀ ହେଲେ। ଯଦିଓ ସମାନଙ୍କେର ୟଥେଷ୍ଟ ଖାଦ୍ୟ ଓ ସୌଭାଗ୍ଯ ଜନିତ ଶାନ୍ତି ଥିଲେ ମଧ୍ଯ ସମାନେେ ଗରିବ ଓ ଅସହାୟ ଲୋକଙ୍କୁ ସାହାୟ୍ଯ କରୁ ନ ଥିଲେ।
ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
ସଦୋମ ଓ ହ ମାରୋ ସହରଗୁଡିକ ଧ୍ବଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ବଂସ କଲୁ। ସହେି ନଗରଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହାଇେଥିଲା। ତୁମ୍ଭମାନେେ ଗୋଟିଏ ପୋଡା ବାଡି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମାୟୋବ ଓ ଅମ୍ମାନରେ ଲୋକମାନେ ସଦୋମ ଓ ହ ମାରୋ ପରି ଧ୍ବଂସ ହବେେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସମାନଙ୍କେର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହବେ। ସମାନଙ୍କେର ଭୂମିରେ ଅନାବନା ଗଛ ବ୍ଯାପିୟିବ। ମରୁସାଗର ପରି ସମାନଙ୍କେର ଭୁମି ଲବଣାକ୍ତ ହବେ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫରେିପାଇବେ।
ପରମେଶ୍ବର ଲୋଟଙ୍କ ସମୟରେ ସଦୋମ ନଗର ଧ୍ବଂସ କଲା ବେଳେ ଯାହା ଘଟିଥିଲା, ଏବେ ମଧ୍ଯ ସହେି କଥା ଘଟିବ। ସହେି ଲୋକମାନେ ସେତବେେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ।
ସମାନଙ୍କେ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ବରୂପ। ସମସ୍ତ ପ୍ରାଚୀନ ଇତିହାସ ରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚତନୋ ଦବୋ ଉଦ୍ଦେଶ୍ଯ ରେ ଲଖାେ ଯାଇଛି।
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।
ପ୍ରଭୁ ପ୍ରେତ୍ୟକକ ଲୋକଙ୍କର ବିଚାର କରିବେ। ସେ ପରମେଶ୍ବରଙ୍କ ବିରୋଧୀ ପ୍ରେତ୍ୟକକ ଲୋକଙ୍କୁ ବିଚାର କରିବାକୁ ଓ ଦଣ୍ଡ ଦବୋକୁ ଆସୁଛନ୍ତି। ସେ ପରମେଶ୍ବରଙ୍କର ବିରୁଦ୍ଧ ରେ ଦୁଷ୍କର୍ମ କରିଥିବା ପ୍ରେତ୍ୟକକ ଲୋକଙ୍କୁ ଦଣ୍ଡ ଦବେେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସହେି ପାପୀମାନଙ୍କୁ ପରମେଶ୍ବର ଦଣ୍ଡ ଦବେେ। ପରମେଶ୍ବରଙ୍କ ବିରୁଦ୍ଧ ରେ ମନ୍ଦକଥା କହିବା ହତେୁ ସେ ସମାନଙ୍କେୁ ଦଣ୍ଡ ଦବେେ।