Home Bibles ପିତରଙ୍କ ଦିତୀୟ ପତ୍ର 3:1 · ଓଡ଼ିଆ ବାଇବେଲ
ପିତରଙ୍କ ଦିତୀୟ ପତ୍ର 3:1 · ଓଡ଼ିଆ ବାଇବେଲ

ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।

Cross references

ଗୀତସଂହିତା 24:4

ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।

ଗୀତସଂହିତା 73:1

ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

ମାଥିଉଲିଖିତ ସୁସମାଚାର 5:8

ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:2

ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:22

ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:6

ମୁଁ ଜାଣେ ଯେ ତୁମ୍ଭଠା ରେ ସହେି ସମାନ ବିଶ୍ବାସ ଅଛି। ସେଥିପାଇଁ ମୁଁ କୁ ହେ ଯେ ପରମେଶ୍ବର ତୁମ୍ଭକୁ ଦଇେଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତବେେଳେ ମୁଁ ମାରେ ହାତଦ୍ବୟ ତୁମ୍ଭ ଉପରେ ରଖିଲି, ସେତବେେଳେ ପରମେଶ୍ବର ସହେି ଅନୁଗ୍ରହଦାନ ତୁମ୍ଭକୁ ଦଇେଥିଲେ। ମୁଁ ଚା ହେଁ ଯେ ତୁମ୍ଭେ ସହେି ଅନୁଗ୍ରହ ଦାନକୁ ବ୍ଯବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନି ଶିଖା ଏକ ଜ୍ବାଳା ରେ ପରିବର୍ତ୍ତିତ ହୁଏ।

ପିତରଙ୍କ ପ୍ରଥମ ପତ୍ 1:1

ଯୀଶୁଖ୍ରୀଷ୍ଟଙ୍କର ଜଣେ ପ୍ ରରେିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା'ାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳ ରେ ସର୍ବତ୍ର ଛିନ୍ନଭିନ୍ନ ହାଇେଥିବା ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।

ପିତରଙ୍କ ପ୍ରଥମ ପତ୍ 1:22

ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।

ପିତରଙ୍କ ଦିତୀୟ ପତ୍ର 1:12

ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।

Interlinear

Choose Theme