Home Bibles ପିତରଙ୍କ ଦିତୀୟ ପତ୍ର 3:17 · ଓଡ଼ିଆ ବାଇବେଲ
ପିତରଙ୍କ ଦିତୀୟ ପତ୍ର 3:17 · ଓଡ଼ିଆ ବାଇବେଲ

ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।

Cross references

ହିତୋପଦେଶ 1:17

ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।

ମାଥିଉଲିଖିତ ସୁସମାଚାର 7:15

ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।

ମାଥିଉଲିଖିତ ସୁସମାଚାର 16:6

ଯୀଶୁ ସମାନଙ୍କେୁ କହିଲେ, ସାବଧାନ ରୁହ। ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।

ମାଥିଉଲିଖିତ ସୁସମାଚାର 16:11

ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂର ରେ ରହିବାକୁ କହୁଛି।

ମାଥିଉଲିଖିତ ସୁସମାଚାର 24:24

ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।

ମାର୍କଲିଖିତ ସୁସମାଚାର 13:22

ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।

ଯୋହନଲିଖିତ ସୁସମାଚାର 16:4

ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତବେେଳେ ଏସବୁ ଘଟିବାର ସମୟ ଆସିବ, ସେତବେେଳେ ତୁମ୍ଭମାନେେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:42

ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 16:18

ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:12

ଅତଏବ, ଯେଉଁଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହାଇେଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:58

ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:3

ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:13

ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 4:14

ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:2

ଯେଉଁମାନେ ମନ୍ଦକର୍ମ ରେ ଲିପ୍ତ, ସମାନଙ୍କେଠାରୁ ସାବଧାନ ହାଇେ ରୁହ, ସମାନେେ କୁକୁରମାନଙ୍କ ପରି। ସମାନେେ ଲୋକମାନଙ୍କୁ ସୁନ୍ନତ287 ହବୋପାଇଁ ଦାବୀ କରନ୍ତି।

କଲସୀୟଙ୍କ ପ୍ରତି ପତ୍ର 2:5

ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।

କଲସୀୟଙ୍କ ପ୍ରତି ପତ୍ର 2:8

ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:15

ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘାରେ ପ୍ରତିରୋଧ କରିଥିଲା।

ଏବ୍ରୀ 3:14

କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।

ପିତରଙ୍କ ପ୍ରଥମ ପତ୍ 5:9

ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

ପିତରଙ୍କ ଦିତୀୟ ପତ୍ର 1:10

ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।

ପିତରଙ୍କ ଦିତୀୟ ପତ୍ର 2:18

ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:5

ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।

Interlinear

Choose Theme