ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।
Cross references
ତେଣୁ ଲୋଟ ବାହାରକୁ ୟାଇ ତାଙ୍କର ଜ୍ବାଇଁଙ୍କୁ କହିଲେ, ଶିଘ୍ର ଏ ସହର ପରିତ୍ଯାଗ କର! ପରମେଶ୍ବର ଖୁବଶିଘ୍ର ଏହି ସହର ଧ୍ବଂସ କରିବେ। କିନ୍ତୁ ସହେି ଲୋକମାନେ ଭାବିଲେ ଲୋଟ ସମାନଙ୍କେ ସହିତ ଥଟ୍ଟା ହେଉଛନ୍ତି।
ଯାହା ହାଇେଅଛି, ତାହାହିଁ ହବେ ଓ ଯାହା କରାୟାଇ ଅଛି, ତାହା ହିଁ କରାୟିବ। ସୂର୍ୟ୍ଯ ତଳେ କୌଣସି ବିଷଯ ନୂତନ ନୁହେଁ।
ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସମାନଙ୍କେର ଦଣ୍ଡ ବିଳମ୍ବ ରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।
ସସହିସଲାକମାନଙ୍କୁ ଲକ୍ଷ୍ଯ କର।ସଲାକମାଲନ ଶକଟ ରଜ୍ଜୁସର ଟାଣିଲା ପରିସସମାଲନ ଅସାରତା ରୂପକ ରଜ୍ଜୁସର ଅପରାଧ ଓ ପାପକୁ ପଛରୁ ଟାଣନ୍ତି।
ମିଥ୍ଯା ରେ ସମାନେେ ସଦାପ୍ରଭୁଙ୍କର ବିଷଯ ରେ କହିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭମାନେେ ଖଡ୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।
ସମାନେେ ମାେତେ କୁହନ୍ତି, ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ଯ କାହିଁ ? ତାହା ଏବେ ଉପସ୍ଥିତ ହେଉ।
ଏହି ଲୋକମାନେ କହନ୍ତି, 'ଆମ୍ଭମାନେେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦବେୁ। ଆମ୍ଭମାନେେ ହଣ୍ଡା ରେ ମାଂସ ତୁଲ୍ଯ ଏହି ନଗର ରେ ସୁରକ୍ଷିତ।'
ହେ ମନୁଷ୍ଯ ପୁତ୍ର, ତୁମ୍ଭ ଇଶ୍ରାୟେଲ ରେ ଏହି ପ୍ରବାଦ ନାହିଁ କି ? ସମୟ ଗଡ଼ି ଚାଲିଛି ଓ ପ୍ରେତ୍ୟକକ ଦର୍ଶନ ବିଫଳ ହେଉଅଛି।
ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।
ଯେଉଁ ସ୍ଥାନ ରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହାଇେଥିବାର ଦେଖ, ତୁମ୍ଭେ ସହଜ ରେ ଜାଣି ପାର ଯେ ସହେି ସ୍ଥାନ ରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସହେିଭଳି ମାରେ ଆସିବା ଦିନ ଏହି ପ୍ରକାର ହବେ।
ଅନ୍ୟ ପକ୍ଷ ରେ ଚ଼ାକରଟି ଯଦି ମନ୍ଦ ଲୋକ ହାଇେଥିବ, ଏବଂ ସେ ମନେ ମନେ ଭାବିବ ଯେ ମାଲିକ ଏତେ ଶୀଘ୍ର ଆସିବେ ନାହିଁ।
କିନ୍ତୁ ପରମେଶ୍ବର ଯେତବେେଳେ ଜଗତ ସୃଷ୍ଟି କଲେ, ' ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।'
କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।
କିନ୍ତୁ ଯଦି ସବେକଟି ଦୁଷ୍ଟ ହାଇେଥିବ ଓ ମନମେନେ କହିବ, ମାେ ମାଲିକ ତୁରନ୍ତ ଆସିବେ ନାହିଁ, ତବେେ କ'ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସବେକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦବେ ଓ ନିଜେ ଖିଆପିଆ ରେ ବୁଡି ରହିବ ଓ ମଦ ପିଇ ମାତାଲ ହବେ।
ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :