ହେ ଗଲ୍ବୋଯ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡକ୍ସ୍ଟ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସଠାେରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଲ ରେ ଅଭିଷିକ୍ତ ହେଲା ନାହିଁ।
Cross references
ସଦାପ୍ରଭୁଙ୍କର ଦୂତ କହିଗଲେ, ମରେୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସମାନଙ୍କେ ସୈନ୍ଯ ସଦାପ୍ରଭୁଙ୍କୁ ସାହାୟ୍ଯ କରିବାକୁ ଆସି ତ ନ ଥିଲେ।
ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।
ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଇଶ୍ରାୟେଲୀୟମାନେ ଭୟ ରେ ସଠାେରକ୍ସ୍ଟ ଦୌଡି ପଳାଯନ କଲେ। ଗିଲବୋଯ ପର୍ବତ ଉପରେ ବହକ୍ସ୍ଟତ ଇଶ୍ରାୟେଲୀୟମାନଙ୍କୁ ମାରି ଦିଆଗଲା।
ତା' ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖ ରେ ରହିୟାଇଥିବା ପଦାର୍ଥଗକ୍ସ୍ଟଡିକ ଦବୋକକ୍ସ୍ଟ ଆସିଲେ। ସମାନେେ ଦେଖିବାକକ୍ସ୍ଟ ପାଇଲେ ଯେ ଗିଲବୋଯ ପର୍ବତ ଉପରେ ଶାଉଲ ଏବଂ ତା'ର ତିନିପକ୍ସ୍ଟତ୍ର ନିହତ ହାଇେ ପଡି ରହିଛନ୍ତି।
ପଲେଷ୍ଟୀୟ ଲୋକମାନେ ଇଶ୍ରାୟେଲ ଲୋକମାନଙ୍କର ବିରୁଦ୍ଧ ରେ ୟୁଦ୍ଧ କଲେ। ଇଶ୍ରାୟେଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାଯନ କଲେ। ଅନକେ ଇଶ୍ରାୟେଲୀୟ ଲୋକ ଗିଲ୍ବୋଯ ପର୍ବତ ଉପରେ ନିହତ ହେଲେ।
ପରବର୍ତ୍ତୀ ଦିନ, ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ଯ ଦ୍ରବ୍ଯଗୁଡ଼ିକ ନବୋ ନିମନ୍ତେ ପଲେଷ୍ଟୀୟ ଲୋକମାନେ ଆସିଲେ। ସମାନେେ ଗିଲବୋଯ ପର୍ବତ ଉପରେ ଶାଉଲଙ୍କ ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀରକୁ ପାଇଲେ।
“ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା।
ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।
ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'
ମାରେ ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁଦିନ ମାରେ ମାତା ମାେତେ ଜନ୍ମ ଦଲୋ, ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ସେ ମୃତ୍ଯୁସ୍ଥାନକୁ ଗଲେ, ମୁଁ ସହେିଦିନ ଶାେକ କଲି। ମୁଁ ତାହାକୁ ଅଗାଧ ଜଳଧି ରେ ଆଚ୍ଛାଦନ କଲି ଓ ତହିଁର ସୋର୍ତସମୂହକୁ ନିବୃତ୍ତ କଲି। ତହିଁରେ ମହାଜଳରାଶି ରୁଦ୍ଧ ହେଲା। ପୁଣି ମୁଁ ତାହା ପାଇଁ ଲିବା ନୋନକୁ ଶାେକାକୁଳ କଲି। ଆଉ କ୍ଷେତ୍ରସ୍ଥ ବୃକ୍ଷମାନେ ଦୁଃଖ ରେ ମ୍ଲାନ ହେଲେ।
ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଆଉ ରହିବ ନାହିଁ।
କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।